ତୃତୀୟ ରାଉଣ୍ଡ ସୁଦ୍ଧା ଖଣ୍ଡପଡାରେ ବିଜେଡି ପ୍ରାର୍ଥୀ ସୌମ୍ୟରଞ୍ଜନ ପଟ୍ଟନାୟକ ଆଗରେ

ତୃତୀୟ ରାଉଣ୍ଡ ସୁଦ୍ଧା ଖଣ୍ଡପଡାରେ ବିଜେଡି ପ୍ରାର୍ଥୀ ସୌମ୍ୟରଞ୍ଜନ ପଟ୍ଟନାୟକ ଆଗରେ

ଭୁବନେଶ୍ୱର: କଟକ ଲୋକସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବହୁ ଚର୍ଚ୍ଚିତ ଖଣ୍ଡପଡ଼ା ବିଧାନସଭା ଆସନରେ ଭୋଟ ଗଣତି ଚାଲିଛି । ଦିନ ୧.୫୦ ସୁଦ୍ଧା ମିଳିଥିବା ସୂଚନା ଅନୁଯାୟୀ, ଖଣ୍ଡପଡ଼ା ବିଧାନସଭା ଆସନରେ ବିଜେଡ଼ି ପ୍ରାର୍ଥୀ ସୌମ୍ୟରଞ୍ଜନ ପଟ୍ଟନାୟକ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ଆଗରେ ରହିଛନ୍ତି । ତୃତୀୟ ରାଉଣ୍ଡ ସୁଦ୍ଧା ଖଣ୍ଡପଡ଼ା ବିଧାନସଭା ଆସନରେ ବିଜେଡ଼ି ପ୍ରାର୍ଥୀ ସୌମ୍ୟରଞ୍ଜନ ପଟ୍ଟନାୟକ ଆଗୁଆ ରହିଛନ୍ତି । ମୋଟ୍‌ ୮୨୧୦ଭୋଟରେ ନିକଟତମ ପ୍ରତିଦ୍ୱନ୍ଦୀଙ୍କ ଠାରୁ ଆଗୁଆ ଅଛନ୍ତି ବିଜେଡ଼ି ପ୍ରାର୍ଥୀ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe