ଭୁବନେଶ୍ୱର: ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତି ଭିତରେ ଭୁବନେଶ୍ୱର ଅନ୍ତର୍ଜାତୀୟ ବିମାନ ବନ୍ଦର ବାହାରେ ଏକ ସନ୍ଦିଗ୍ଧ ବ୍ୟାଗ୍ କିଛି ସମୟ ପାଇଁ ଆଲୋଡ଼ନ ସୃଷ୍ଟି କରିଥିଲା। ଲଗେଜ ଟ୍ରଲିରେ ଥିବା ଏହି ବ୍ୟାଗକୁ ଯାଞ୍ଚ କରିଥିଲା ଡଗ୍ ଓ ବମ୍ ସ୍କ୍ୱାଡ୍। ଯାଞ୍ଚ ପରେ ସନ୍ଦିଗ୍ଧ ବ୍ୟାଗକୁ ଜବତ କରାଯାଇଥିଲା। ତେବେ ବ୍ୟାଗ କେମିତି କେଉଁଠୁ ଆସିଲା ତାକୁ ନେଇ ଖୋଳତାଡ଼ ଆରମ୍ଭ ହୋଇଥିଲା। ଏହି ଘଟଣା ପରେ ଭୁବନେଶ୍ୱର ବିମାନ ବନ୍ଦର ଏବେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି।
ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତି ଭିତରେ ଭୁବନେଶ୍ୱର ଅନ୍ତର୍ଜାତୀୟ ବିମାନ ବନ୍ଦର ବାହାରେ ଏକ ସନ୍ଦିଗ୍ଧ ବ୍ୟାଗ୍ କିଛି ସମୟ ପାଇଁ ଆଲୋଡ଼ନ ସୃଷ୍ଟି କରିଥିଲା। ଲଗେଜ ଟ୍ରଲିରେ ଥିବା ଏହି ବ୍ୟାଗକୁ ଯାଞ୍ଚ କରିଥିଲା ଡଗ୍ ଓ ବମ୍ ସ୍କ୍ୱାଡ୍। ଯାଞ୍ଚ ପରେ ସନ୍ଦିଗ୍ଧ ବ୍ୟାଗକୁ ଜବତ କରାଯାଇଥିଲା। ତେବେ ବ୍ୟାଗ କେମିତି କେଉଁଠୁ ଆସିଲା ତାକୁ ନେଇ ଖୋଳତାଡ଼ ଆରମ୍ଭ ହୋଇଥିଲା। ଏହି ଘଟଣା ପରେ ଭୁବନେଶ୍ୱର ବିମାନ ବନ୍ଦର ଏବେ ସୁରକ୍ଷା ବ୍ୟବସ୍ଥାକୁ ବଢ଼ାଇ ଦିଆଯାଇଛି। ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତିକୁ ନଜରରେ ରଖି ଓଡ଼ିଶାର ବିଭିନ୍ନ ସ୍ଥାନରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି।
ଭାରତ-ପାକିସ୍ତାନ ଯୁଦ୍ଧ ପରିସ୍ଥିତିକୁ ନଜରରେ ରଖି ଓଡ଼ିଶାର ବିଭିନ୍ନ ସ୍ଥାନରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସମସ୍ତ ସନ୍ଦିଗ୍ଧ ଗତିବିଧିକୁ ନଜରରେ ରଖିଛନ୍ତି ସୁରକ୍ଷା ବାହିନୀ। ଜଣେ ଯାତ୍ରୀ ନିଜର ବ୍ୟାଗଟି ଛାଡ଼ି ଚାଲିଯାଇଥିବା ପରେ ଜଣାପଡ଼ିଥିଲା।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2025/05/09/pgrdr8N5vvQkErfwc8xk.jpg)