ତେଜରାତି ଦୋକାନରୁ ଦେଢ଼ ଲକ୍ଷ ନଗଦ ସମେତ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି

Advertisment

ସୋର ଥାନା ମଙ୍ଗଳପୁର ବଜାରରେ ଥିବା ଏକ ତେଜରାତି ଦୋକାନରୁ ନଗଦ ଦେଢ଼ ଲକ୍ଷ ଟଙ୍କା ସମେତ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି ହୋଇଥିବା ଜଣାପଡିଛି। ଏନେଇ ସୋର ଥାନାରେ ଅଭିଯୋଗ କରିବା ପରେ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସୋର ଥାନା ମଙ୍ଗଳପୁର ବଜାରରେ ଥିବା ଏକ ତେଜରାତି ଦୋକାନରୁ ନଗଦ ଦେଢ଼ ଲକ୍ଷ ଟଙ୍କା ସମେତ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି ହୋଇଥିବା ଜଣାପଡିଛି। ଏନେଇ ସୋର ଥାନାରେ ଅଭିଯୋଗ କରିବା ପରେ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

806c6ee9-c519-4c20-b835-6c506ed325fe

ସୋର : ସୋର ଥାନା ମଙ୍ଗଳପୁର ବଜାରରେ ଥିବା ଏକ ତେଜରାତି ଦୋକାନରୁ ନଗଦ ଦେଢ଼ ଲକ୍ଷ ଟଙ୍କା ସମେତ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି ହୋଇଥିବା ଜଣାପଡିଛି।

ମଙ୍ଗଳପୁର ଗ୍ରାମର ତାପସ କୁମାର ଦାସ ମଙ୍ଗଳପୁର ବଜାରରେ ଏକ ତେଜରାତି ଦୋକାନ କରିଛନ୍ତି। ପ୍ରତିଦିନ ଭଳି ଗତକାଲି ରାତିରେ ଦୋକାନ ବନ୍ଦ କରି ଘରକୁ ଯାଇଥିବା ବେଳେ ଆଜି ସକାଳେ ଦୋକାନ ଖୋଲିବା ସମୟରେ ଦୋକାନ ପଛପଟ ଝରକା ଭାଙ୍ଗି ଡ୍ରରେ ଥିବା ନଗଦ ଦେଢ଼ ଲକ୍ଷ ଟଙ୍କା ସମେତ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି ହୋଇଥିବା ଜାଣିବାକୁ ପାଇଥିଲେ। ଏନେଇ ସୋର ଥାନାରେ ଅଭିଯୋଗ କରିବା ପରେ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ମିଳିଥିବା ସୂଚନା ଅନୁସାରେ, ମଙ୍ଗଳପୁର ଗ୍ରାମର ତାପସ କୁମାର ଦାସ ମଙ୍ଗଳପୁର ବଜାରରେ ଏକ ତେଜରାତି ଦୋକାନ କରିଛନ୍ତି। ପ୍ରତିଦିନ ଭଳି ଗତକାଲି ରାତିରେ ଦୋକାନ ବନ୍ଦ କରି ଘରକୁ ଯାଇଥିବା ବେଳେ ଆଜି ସକାଳେ ଦୋକାନ ଖୋଲିବା ସମୟରେ ଦୋକାନ ପଛପଟ ଝରକା ଭାଙ୍ଗି ଡ୍ରରେ ଥିବା ନଗଦ ଦେଢ଼ ଲକ୍ଷ ଟଙ୍କା ସମେତ ଲକ୍ଷାଧିକ ଟଙ୍କାର ସାମଗ୍ରୀ ଚୋରି ହୋଇଥିବା ଜାଣିବାକୁ ପାଇଥିଲେ। ଏନେଇ ସୋର ଥାନାରେ ଅଭିଯୋଗ କରିବା ପରେ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe