ଜାଣନ୍ତୁ ଆସନ୍ତାକାଲିର ରାଶିଫଳ

ମେଷ: ଦୀର୍ଘ ଦିନରୁ ଲାଗିରହିଥିବା ଚିନ୍ତା ଦୂର ହେବ। ବ୍ୟବସାୟରେ ଉନ୍ନତିର ପାହାଚ ଚଢ଼ିବା ଆରମ୍ଭ କରିବେ। ଘରେ ସୁଖଦ ବାତାବରଣ ରହିବ।

 

ବୃଷ: ଶରୀର ସୁସ୍ଥ ରହିବା ହେତୁ ମନ ପ୍ରସନ୍ନ ରହିବ। ବଡ଼ କ˚ପାନି ସହିତ ବ୍ୟବସାୟର ସୁଯୋଗ ମିଳିବ। ସାହିତ୍ୟିକଙ୍କୁ ଖୁସି ଖବର ମିଳିବ।

 

ମିଥୁନ: ମନରେ ନୂତନ ସକାରାତ୍ମକ ଶକ୍ତି ଅନୁଭବ କରିବେ। କ୍ୟାରିୟର ଗଢ଼ିବା ପାଇଁ ଭଲ ସୁଯୋଗ ମିଳିବ। ବ୍ୟବସାୟରେ ଆଶାଠୁଁ ଅଧିକ ଲାଭ ପାଇବେ।

 

କର୍କଟ: ବଡ଼ ନିଷ୍ପତ୍ତି ନେଇ ଜୀବନସାଥୀଙ୍କ ସମର୍ଥନ ପାଇବେ। ଉତ୍ସାହର ସହିତ ସବୁ କାମ କରିବେ। କୌଣସି ବଡ଼ କ˚ପାନିରେ ଚାକିରିର ସୁଯୋଗ ଆସିବ।

 

ସି˚ହ: ଦିନଟି ଆପଣଙ୍କ ପାଇଁ ଉତ୍ତମ। ପରିସ୍ଥିତି ଆପଣଙ୍କ ସପକ୍ଷରେ ରହିବ। ସମାଜରେ ମାନ ସମ୍ମାନ ପାଇବେ। ଅଫିସରେ ସ୍ଥଗିତ କାମ ସ˚ପୂର୍ଣ୍ଣ ହୋଇପାରେ।

 

 

କନ୍ୟା: ରାଜନୀତିରେ ସଫଳତା ଆଡ଼କୁ ଅଗ୍ରସର େହବେ। ବନ୍ଧୁଙ୍କ ସୌଜନ୍ୟରୁ କୌଣସି କାର୍ଯ୍ୟ ପୂରା ହେବ। ଛାତ୍ରଙ୍କୁ ପରୀକ୍ଷାରେ ଭଲ ପରିଣାମ ମିଳିବ।

 

ତୁଳା: ଯୋଜନାରେ ଥିବା ସବୁ କାମ ସହଜରେ ପୂରା ହୋଇଯିବ। ଆର୍ଥିକ ସ୍ଥିତିରେ ଉନ୍ନତି ହେବ। ଉପରିସ୍ଥ କର୍ମଚାରୀ ଆପଣଙ୍କୁ ନୂଆ ଦାୟିତ୍ବ ଅର୍ପଣ କରିବେ।

 

 

ବିଛା: ଆପଣଙ୍କୁ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ଠାରୁ ପ୍ରେରଣା ମିଳିପାରେ। ଶତ୍ରୁଙ୍କ ଉପରେ ବିଜୟ ଲାଭ କରିବେ। ଛାତ୍ରଛାତ୍ରୀଙ୍କୁ ପରିଶ୍ରମର ସୁଫଳ ମିଳିବ।

 

ଧନୁ: ଆଧୢାତ୍ମିକ ଭାବନାରେ ସମୟ ବିତିବ। ବ୍ୟବସାୟ କାମ ପାଇଁ ଦୂର ସ୍ଥାନକୁ ଯିବେ। ଜୀବନସାଥୀ ଆପଣଙ୍କ ପ୍ରତି ଦୟାଶୀଳ ରହିବେ। ଭାବିଚିନ୍ତି ଖର୍ଚ୍ଚ କରନ୍ତୁ।

 

ମକର: କୌଣସି କାମରେ ଭାଇ ଭଉଣୀଙ୍କର ସହଯୋଗ ପାଇବେ। ପୁଞ୍ଜି ବଜାରରେ ନିବେଶ ପୂର୍ବରୁ ଅଭିଜ୍ଞଙ୍କ ପରାମର୍ଶ ନିଅନ୍ତୁ। ପାରିବାରିକ ଜୀବନ ସୁଖମୟ ହେବ।

 

 

କୁମ୍ଭ: ଲକ୍ଷ୍ୟ ସ୍ଥଳର ନିକଟତର ହେବେ। ବନ୍ଧୁଙ୍କ ବଦାନ୍ୟତା ଯୋଗୁଁ ଆଶା ପୂରଣ ହେବ। ବୈବାହିକ ଜୀବନରେ ମନର ଆବେଗ ହ୍ରାସ ପାଇବ।

 

 

ମୀନ: ଗୁରୁଜନଙ୍କ ପ୍ରତି ମନରେ ପ୍ରେମଭାବ ବଜାୟ ରହିବ। ପୁସ୍ତକ ବ୍ୟବସାୟୀଙ୍କ ଲାଗି ଦିନଟି ଭଲ ରହିବ। ଦାମ୍ପତ୍ୟ ଜୀବନରେ ନିବିଡ଼ତା ବଜାୟ ରହିବ।

ସମ୍ବନ୍ଧିତ ଖବର