Advertisment

Tributes on the anniversary of the death: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କୁ ଶ୍ରାଦ୍ଧବାର୍ଷିକୀରେ ଶ୍ରଦ୍ଧାଞ୍ଜଳି ଅର୍ପଣ

Advertisment

ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ଶ୍ରାଦ୍ଧବାର୍ଷିକୀରେ ଆଜି ୧୨୦ ବାଟାଲିୟନ ଛକସ୍ଥିତ ପ୍ରତିମୂର୍ତ୍ତିରେ ମାନ୍ୟବର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ମାନ୍ୟବର ଉପବାଚସ୍ପତି ଶ୍ରୀ ଭବାନୀ ଶଙ୍କର ଭୋଇ, ଉପମୁଖ୍ୟମନ୍ତ୍ରୀ ତଥା ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ନାତି ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

New Project - 2026-02-23T184011.358

ଭୁବନେଶ୍ୱର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ଶ୍ରାଦ୍ଧବାର୍ଷିକୀରେ ଆଜି ୧୨୦ ବାଟାଲିୟନ ଛକସ୍ଥିତ ପ୍ରତିମୂର୍ତ୍ତିରେ ମାନ୍ୟବର ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ, ମାନ୍ୟବର ଉପବାଚସ୍ପତି ଶ୍ରୀ ଭବାନୀ ଶଙ୍କର ଭୋଇ, ଉପମୁଖ୍ୟମନ୍ତ୍ରୀ ତଥା ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ନାତି ଶ୍ରୀ କନକ ବର୍ଦ୍ଧନ ସିଂହଦେଓ, ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।

ସ୍ୱଗର୍ତ ରାଜେନ୍ଦ୍ର ନାରାୟଣ ସିଂହଦେଓ ୧୯୬୭ ରୁ ୧୯୭୧ ମସିହା ପର୍ଯ୍ୟନ୍ତ ଓଡ଼ିଶାର ୭ମ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରି ଓଡ଼ିଶାର ବିକାଶ ଓ ଶାସନରେ ବହୁ ଗୁରୁତ୍ୱପୂର୍ଣ ଅବଦାନ ରଖିଯାଇଛନ୍ତି।ଏହି ଅବସରରେ ସ୍ୱଗର୍ତ ରାଜେନ୍ଦ୍ର ନାରାୟଣ ସିଂହଦେଓଙ୍କ ସୁକନ୍ୟା କ୍ରିଷ୍ଣାପ୍ରିୟା ଦେବୀ, ବିଧାନସଭା ସଚିବ ଶ୍ରୀ ସତ୍ୟବ୍ରତ ରାଉତ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ, କୃଷି ଓ କୃଷକ ସଶକ୍ତିକରଣ ବିଭାଗ, ସୂଚନା ଓ ଲୋକସମ୍ପର୍କ ବିଭାଗର ଅଧିକାରୀ ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ବିଶେଷମାନେ ଉପସ୍ଥିତ ରହି ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ସ୍ମୃତିଚାରଣ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe