ପାପଡାହାଣ୍ଡି: ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଦୁଇ ଜଣ ପୁଲିସ ଅଧିକାରୀ ଧରାପଡ଼ିଛନ୍ତି। ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ଥାନାର ଦୁଇ ପୁଲିସ ଅଧିକାରୀଙ୍କୁ ଆଜି ଭିଜିଲାନ୍ସ ଧରିଛି। ପାପଡାହାଣ୍ଡି ଥାନା ଅନ୍ତର୍ଗତ ଜାମୁଗୁଡା ଏକ କୁକୁଡ଼ା ଗାଲିରୁ ଜବତ ବାଇକ ମୁକୁଳାଇବା ବାବଦରେ ବରଦେଇ ଗାଁର ଲକ୍ଷ୍ମଣ ହରିଜନଙ୍କ ଠାରୁ ୪ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ିବସିଲା ଭିଜିଲାନ୍ସ। ସରକାରୀ ବାସଭବନ ଓ ଥାନାରେ ଛାନଭିନ କରୁଛି ଭିଜିଲାନ୍ସ ଟିମ। ଦୁଇ ପୁଲିସ ଅଧିକାରୀ ହେଲେ ପ୍ରବେଶନାରୀ ପିରିୟଡ଼ରେ ଥିବା ସବଇନ୍ସପେକ୍ଟର ରଘୁନାଥ ହଂସଦା ଓ ପୁଲିସ ଏଏସଆଇ ଶିବ ପ୍ରସାଦ ଦଳେଇ।
ଭିଜିଲାନ୍ସ ହାତରେ ଦୁଇ ପୁଲିସ ଅଧିକାରୀ: ନେଉଥିଲେ ୪ ହଜାର ଟଙ୍କା ଲାଞ୍ଚ
ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଦୁଇ ଜଣ ପୁଲିସ ଅଧିକାରୀ ଧରାପଡ଼ିଛନ୍ତି। ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ଥାନାର ଦୁଇ ପୁଲିସ ଅଧିକାରୀଙ୍କୁ ଆଜି ଭିଜିଲାନ୍ସ ଧରିଛି।
/sambad/media/media_files/rYv0OiimpSi7kS50a0yr.jpeg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/01/01/2025-01-01t131417567z-img20250101113910.jpg)