ଭୁବନେଶ୍ୱର: ଭିଜିଲାନ୍ସ ଜାଲରେ ରାଜ୍ୟ ପରିବହନ ପ୍ରାଧିକରଣର ଡେପୁଟି କମିଶନର ପ୍ରଦୀପ କୁମାର ମହାନ୍ତି | ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିବାବେଳେ ପୁଳା ପୁଳା ଟଙ୍କା ଓ ବିପୁଳ ସୁନାଗହଣା ଜବତ କରାଯାଇଛି | ମିଳିଥିବା ସୂଚନା ମୁତାବକ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ୯ଟି ସ୍ଥାନରେ ଚଢ଼ାଉ କରାଯାଇଛି | ଏହି ଚଢ଼ାଉରେ ୨ ଜଣ ଅତିରିକ୍ତ ଏସପି, ୧୩ ଜଣ ଡିଏସ୍ପି, ୧୨ ଜଣ ଇନ୍ସପେକ୍ଟର ପ୍ରମୁଖ ସାମିଲ ହୋଇଛନ୍ତି | ଭିଜିଲାନ୍ସ ପକ୍ଷରୁ ତାଙ୍କର ମୈତ୍ରୀ ବିହାରରେ ଥିବା ବାସଭବନ, ରଘୁନାଥପୁରରେ ଫ୍ଲାଟ, ନୟାଗଡ ରଣପୁରରେ ଫାର୍ମହାଉସ ସହ କଟକସ୍ଥିତ ଅଫିସରେ ଚଢ଼ାଉ ଚାଲିଛି |
ଭିଜିଲାନ୍ସ ଜାଲରେ ରାଜ୍ୟ ପରିବହନ ପ୍ରାଧିକରଣର ଡେପୁଟି କମିଶନର
ଭିଜିଲାନ୍ସ ଜାଲରେ ରାଜ୍ୟ ପରିବହନ ପ୍ରାଧିକରଣର ଡେପୁଟି କମିଶନର ପ୍ରଦୀପ କୁମାର ମହାନ୍ତି | ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିବାବେଳେ ପୁଳା ପୁଳା ଟଙ୍କା ଓ ବିପୁଳ ସୁନାଗହଣା ଜବତ କରାଯାଇଛି |
/sambad/media/post_attachments/wp-content/uploads/2022/11/vigilance-arrest.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/08/04/2025-08-04t120741118z-fd75aef0-5715-43e4-8a08-d66a4506bc64-removebg-preview-2025-08-04-17-37-41.png)