କେନ୍ଦୁଝର: ବିଲରେ କାମ କରୁଥିଲେ ମହିଳା, ବଜ୍ରାଘାତରେ ମୃତ, ଅନ୍ୟ ଜଣେ ଗୁରୁତର

ଝାରସୁଗୁଡା: ବଜ୍ରପାତରେ ଜଣେ ମୃତ, ତିନି ଜଣ ଆହତ 

APN Live

କେନ୍ଦୁଝର: ବିଲରେ କାମ କରୁଥିବା ବେଳେ ବଜ୍ରାଘାତ ହେବାରୁ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣ ଗୁରୁତର ହୋଇଛନ୍ତି। ସୂଚନା ଅନୁସାରେ କେନ୍ଦୁଝର ଜିଲ୍ଲାର ଝୁମ୍ପୁରା ବ୍ଲକ ଅନ୍ତର୍ଗତ ଉଖୁଣ୍ଡା ଗାଁରେ ଆଜି ବିଲରେ କାମ କରୁଥିବା ବେଳେ ବଜ୍ରାଘାତ ହୋଇଥିଲା। ଘଟଣାସ୍ଥଳରେ ହିଁ ଜଣେ ମହିଳାଙ୍କର ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଲୋକ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe