କାମାକ୍ଷାନଗର: କାମାକ୍ଷାନଗର ଉପଜିଲ୍ଲାପାଳ କାର୍ଯ୍ୟାଳୟ ସାମ୍ନାରେ ଜଣେ ଯୁବକ ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିଥିବା ଜଣାଯାଇଛିl ଯୁବକ ଜଣକ ହେଲେ କାମାକ୍ଷାନଗର ଥାନା ଇନ୍ଦିପୁର ଗ୍ରାମର ବିପିନ ନାୟକ l ସେ ରହୁଥିବା ଘରକୁ ସରକାରଙ୍କ ତରଫରୁ ଉଚ୍ଛେଦ କରାଯାଉଥିବା ନେଇ ଆତ୍ମହୁତି ଉଦ୍ୟମ କରିଥିବା ସୂଚନା ରହିଛି l ତେବେ ପୁଲିସ ପହଞ୍ଚି ଯୁବକଙ୍କୁ ଉଦ୍ଧାର କରିଛିl
ପେଟ୍ରୋଲ ଢାଳି ଯୁବକଙ୍କ ଆତ୍ମାହୁତି ଉଦ୍ୟମ
କାମାକ୍ଷାନଗର ଉପଜିଲ୍ଲାପାଳ କାର୍ଯ୍ୟାଳୟ ସାମ୍ନାରେ ଜଣେ ଯୁବକ ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ କରିଥିବା ଜଣାଯାଇଛିl ଯୁବକ ଜଣକ ହେଲେ କାମାକ୍ଷାନଗର ଥାନା ଇନ୍ଦିପୁର ଗ୍ରାମର ବିପିନ ନାୟକ l
/sambad/media/media_files/JaRRNhM3aLvjWoN3cF2n.png)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)