ଆମ୍ବ ଗଛରୁ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାୟଗଡ଼ା ଜିଲ୍ଲା ମୁନିଗୁଡା ଥାନା ଅନ୍ତର୍ଗତ କାଣିଯୋଡି ଆମ୍ବତୋଟା ନିକଟରେ ଏକ ଆମ୍ବ ଗଛରେ ଜଣେ ଯୁବକଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଠାବ ହୋଇଛି। ମୃତ ଯୁବକ ଜଣକ ଥେରୁବାଲିର ସଞ୍ଜୟ କୁମାର ଦେ ।

ୂର

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ମୁନିଗୁଡା ଥାନା ଅନ୍ତର୍ଗତ କାଣିଯୋଡି ଆମ୍ବତୋଟା ନିକଟରେ ଏକ ଆମ୍ବ ଗଛରେ ଜଣେ ଯୁବକଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଠାବ ହୋଇଛି। ମୃତ ଯୁବକ ଜଣକ ଥେରୁବାଲିର ସଞ୍ଜୟ କୁମାର ଦେ । ଗଛ ତଳେ ନିଜର ବାଇକ ରଖି କାହିକି ଓ କେଉଁ ପରିସ୍ଥିତିରେ ସେ ଆତ୍ମହତ୍ୟା କଲେ ତାର କାରଣ ଅସ୍ପଷ୍ଟ ରହିଛି। 

ମୁନିଗୁଡା ଥାନା ଅନ୍ତର୍ଗତ କାଣିଯୋଡି ଆମ୍ବତୋଟା ନିକଟରେ ଏକ ଆମ୍ବ ଗଛରେ ଜଣେ ଯୁବକଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଠାବ ହୋଇଛି। ମୃତ ଯୁବକ ଜଣକ ଥେରୁବାଲିର ସଞ୍ଜୟ କୁମାର ଦେ । ଗଛ ତଳେ ନିଜର ବାଇକ ରଖି କାହିକି ଓ କେଉଁ ପରିସ୍ଥିତିରେ ସେ ଆତ୍ମହତ୍ୟା କଲେ ତାର କାରଣ ଅସ୍ପଷ୍ଟ ରହିଛି।  ଖବରପାଇ ଘଟଣାସ୍ଥଳରେ ପରିବାର ଲୋକେ ଓ ମୁନିଗୁଡା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ତେବେ ଖବରପାଇ ଘଟଣାସ୍ଥଳରେ ପରିବାର ଲୋକେ ଓ ମୁନିଗୁଡା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

death

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe