ଭୁବନେଶ୍ବର: ରାଜଧାନୀରେ ଚାଞ୍ଚଲ୍ୟ। ୨୨ ବର୍ଷୀୟ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁI ଅନ ଲାଇନ ଗେମ୍ ଖେଳି ଋଣ ଭାରରେ ବୁଡ଼ିଯାଇଥିବା ୨୨ ବର୍ଷୀୟ ଯୁବକ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି I ଘର ଭିତରେ ଫାଶି ଲଗାଇ ଆତ୍ମହତ୍ୟା କରିଛନ୍ତି ସେI
ମୃତ ଯୁବକ ହେଲେ ଲିଙ୍ଗରାଜ ଥାନା ତିନିମୁଣ୍ଡିଆ ଛକରେ ରହୁଥିବା ଶଶାଙ୍କ ଶେଖର ଶତପଥୀ। ଗୁରୁତର ଅବସ୍ଥାରେ ପରିବାର ଲୋକ କ୍ୟାପିଟାଲ ହସ୍ପିଟାଲରେ ଭର୍ତି କରିଥିଲେ I ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେI
ମୃତ ଯୁବକ ହେଲେ ଲିଙ୍ଗରାଜ ଥାନା ତିନିମୁଣ୍ଡିଆ ଛକରେ ରହୁଥିବା ଶଶାଙ୍କ ଶେଖର ଶତପଥୀ। ଗୁରୁତର ଅବସ୍ଥାରେ ପରିବାର ଲୋକ କ୍ୟାପିଟାଲ ହସ୍ପିଟାଲରେ ଭର୍ତି କରିଥିଲେ I ସେଠାରେ ଡ଼ାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେI ଏ ନେଇ ଲିଙ୍ଗରାଜ ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି ପୁଲିସI ଏନେଇ ଅଧିକ ତଦନ୍ତ କରୁଛି ପୁଲିସ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)