ବାରଙ୍ଗ: କୁଆଖାଇ ବ୍ରିଜରେ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଉଛନ୍ତି ଗୋଠପୁର ଗ୍ରାମର ଆକାଶ ମାଝୀଙ୍କ ଏକମାତ୍ର ପୁଅ ସାହିଲ ମାଝୀ।

Advertisment

କୁଆଖାଇ ବ୍ରିଜରେ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଉଛନ୍ତି ଗୋଠପୁର ଗ୍ରାମର ଆକାଶ ମାଝୀଙ୍କ ଏକମାତ୍ର ପୁଅ ସାହିଲ ମାଝୀ।ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହିତ ତଦନ୍ତ ଆରମ୍ଭ କରିଛନ୍ତି।

ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହିତ ତଦନ୍ତ ଆରମ୍ଭ କରିଛନ୍ତି।