କୁଆଖାଇ ବ୍ରିଜରେ ସଡ଼କ ଦୁର୍ଘଟଣା: ଚାଲିଗଲା ଯୁବକଙ୍କ ଜୀବନ

କୁଆଖାଇ ବ୍ରିଜରେ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଉଛନ୍ତି ଗୋଠପୁର ଗ୍ରାମର ଆକାଶ ମାଝୀଙ୍କ ଏକମାତ୍ର ପୁଅ ସାହିଲ ମାଝୀ। ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହିତ ତଦନ୍ତ ଆରମ୍ଭ କରିଛନ୍ତି।

ୂର

ବାରଙ୍ଗ: କୁଆଖାଇ ବ୍ରିଜରେ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଉଛନ୍ତି ଗୋଠପୁର ଗ୍ରାମର ଆକାଶ ମାଝୀଙ୍କ ଏକମାତ୍ର ପୁଅ ସାହିଲ ମାଝୀ।

କୁଆଖାଇ ବ୍ରିଜରେ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ଯୁବକ ହେଉଛନ୍ତି ଗୋଠପୁର ଗ୍ରାମର ଆକାଶ ମାଝୀଙ୍କ ଏକମାତ୍ର ପୁଅ ସାହିଲ ମାଝୀ।ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହିତ ତଦନ୍ତ ଆରମ୍ଭ କରିଛନ୍ତି।

ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଉଦ୍ଧାର କରିବା ସହିତ ତଦନ୍ତ ଆରମ୍ଭ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe