ବାଲିଚନ୍ଦ୍ରପୁର: ଯାଜପୁରଜିଲ୍ଲା ବଡ଼ଚଣା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର କଡେଇ ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ବାଇକ ଚାଳକଙ୍କର ଶୋଚନୀୟ ମୃତ୍ୟୁ ଘଟିଛି। ଅକାଳ ମୃତ୍ୟୁ ବରଣ କରିଥିବା ଏହି ବାଇକ ଚାଳକ ହେଉଛନ୍ତି ବଡ଼ଚଣା ଥାନା ଅନ୍ତର୍ଗତ ଧାନମଣ୍ଡଳ ଗ୍ରାମର ଅନିଲ ସାହୁ (୨୩) ।
ବଡ଼ଚଣା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର କଡେଇ ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ବାଇକ ଚାଳକଙ୍କର ଶୋଚନୀୟ ମୃତ୍ୟୁ ଘଟିଛି। ଅକାଳ ମୃତ୍ୟୁ ବରଣ କରିଥିବା ଏହି ବାଇକ ଚାଳକ ହେଉଛନ୍ତି ବଡ଼ଚଣା ଥାନା ଅନ୍ତର୍ଗତ ଧାନମଣ୍ଡଳ ଗ୍ରାମର ଅନିଲ ସାହୁ (୨୩) ।
ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତ ଶରୀରକୁ ବଡ଼ଚଣା ମେଡ଼ିକାଲକୁ ବ୍ୟବଚ୍ଛେଦ ପାଇଁ ପଠାଇବା ଏନେଇ ଥାନା କେସ୍ ନମ୍ବର ୨୨୮/୨୫ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2025/07/14/new-project-10-1-2025-07-14-15-02-21.jpg)