ଦୁଇ ବାଇକ ମଧ୍ୟରେ ଧକ୍କା, ଜଣେ ଯୁବକ ମୃତ

Advertisment

ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର କଡେଇ ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ବାଇକ ଚାଳକଙ୍କର ଶୋଚନୀୟ ମୃତ୍ୟୁ ଘଟିଛି।

ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର କଡେଇ ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ବାଇକ ଚାଳକଙ୍କର ଶୋଚନୀୟ ମୃତ୍ୟୁ ଘଟିଛି।

New Project (10) (1)

ବାଲିଚନ୍ଦ୍ରପୁର: ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର କଡେଇ ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ବାଇକ ଚାଳକଙ୍କର ଶୋଚନୀୟ ମୃତ୍ୟୁ ଘଟିଛି। ଅକାଳ ମୃତ୍ୟୁ ବରଣ କରିଥିବା ଏହି ବାଇକ ଚାଳକ ହେଉଛନ୍ତି ବଡ଼ଚଣା ଥାନା ଅନ୍ତର୍ଗତ ଧାନମଣ୍ଡଳ ଗ୍ରାମର ଅନିଲ ସାହୁ (୨୩) ।

ବଡ଼ଚଣା ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର କଡେଇ ଛକ ନିକଟରେ ଗତକାଲି ବିଳମ୍ବିତ ରାତିରେ ଦୁଇଟି ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଜଣେ ବାଇକ ଚାଳକଙ୍କର ଶୋଚନୀୟ ମୃତ୍ୟୁ ଘଟିଛି। ଅକାଳ ମୃତ୍ୟୁ ବରଣ କରିଥିବା ଏହି ବାଇକ ଚାଳକ ହେଉଛନ୍ତି ବଡ଼ଚଣା ଥାନା ଅନ୍ତର୍ଗତ ଧାନମଣ୍ଡଳ ଗ୍ରାମର ଅନିଲ ସାହୁ (୨୩) ।

ପୁଲିସ ଘଟଣା ସ୍ଥଳରେ ପହଞ୍ଚି ମୃତ ଶରୀରକୁ ବଡ଼ଚଣା ମେଡ଼ିକାଲକୁ ବ୍ୟବଚ୍ଛେଦ ପାଇଁ ପଠାଇବା ଏନେଇ ଥାନା କେସ୍ ନମ୍ବର ୨୨୮/୨୫ରେ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe