ନାକ୍ ରେଟିଂ ପାଇଁ ଲାଞ୍ଚ ମାମଲା: ସମ୍ବଲପୁର ବିଶ୍ଵବିଦ୍ୟାଳୟର ପ୍ରଫେସର ଡକ୍ଟର ବୁଲୁ ମହାରଣାଙ୍କ ସମେତ ୧୦ ଗିରଫ

Advertisment

ନାକ୍ ରେଟିଂ ପାଇଁ ଲାଞ୍ଚ ମାମଲାରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ପ୍ରଫେସରଙ୍କ ସମେତ ୧୦ ଜଣଙ୍କୁ ଗିରଫ କରିଛି ସିବିଆଇ। ଚଢ଼ଉ ସମୟରେ ୩୭ ଲକ୍ଷ ନଗଦ ଟଙ୍କା, ୬ଟି ଲାପଟପ୍ ଏବଂ ଆଇ-ଫୋନ ଜବତ ହୋଇଛି। ଶିକ୍ଷାନୁଷ୍ଠାନର ଅଧିକାରୀ ଓ ନାକ୍ ଟିମ୍ ସଦସ୍ୟଙ୍କ ନାମରେ ମାମଲା ରୁଜୁ ହୋଇଛି। 

ନାକ୍ ରେଟିଂ ପାଇଁ ଲାଞ୍ଚ ମାମଲାରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ପ୍ରଫେସରଙ୍କ ସମେତ ୧୦ ଜଣଙ୍କୁ ଗିରଫ କରିଛି ସିବିଆଇ। ଚଢ଼ଉ ସମୟରେ ୩୭ ଲକ୍ଷ ନଗଦ ଟଙ୍କା, ୬ଟି ଲାପଟପ୍ ଏବଂ ଆଇ-ଫୋନ ଜବତ ହୋଇଛି। ଶିକ୍ଷାନୁଷ୍ଠାନର ଅଧିକାରୀ ଓ ନାକ୍ ଟିମ୍ ସଦସ୍ୟଙ୍କ ନାମରେ ମାମଲା ରୁଜୁ ହୋଇଛି। 

W4T

43

ସମ୍ବଲପୁର: ନାକ୍ ରେଟିଂ ପାଇଁ ଲାଞ୍ଚ ମାମଲାରେ ସମ୍ବଲପୁର ବିଶ୍ୱବିଦ୍ୟାଳୟର ପ୍ରଫେସରଙ୍କ ସମେତ ୧୦ ଜଣଙ୍କୁ ଗିରଫ କରିଛି ସିବିଆଇ। ଏହି ଗିରଫ ତାଲିକାରେ ନାକ୍ ଟିମ୍‌ ସଦସ୍ୟ ମଧ୍ୟ ରହିଛନ୍ତି। ଆନ୍ଧ୍ର ପ୍ରଦେଶର ଗୁଣ୍ଟୁର ଏକ ୱାଦେଶ୍ୱରମ୍ ନାମକ ଶିକ୍ଷାନୁଷ୍ଠାନର ରେଟିଂ ବଢ଼ାଇବା  ପାଇଁ ଲାଞ୍ଚ ନେଉଥିବା ଅଭିଯୋଗ ହୋଇଛି।  ସେହି ଅଭିଯୋଗ ଆଧାରରେ ଗତକାଲି ଦେଶର ୧୦ଟି ବିଶ୍ୱ ବିଦ୍ୟାଳୟରେ ଛାନ୍‌ଭିନ୍ କରିଥିଲେ ସିବିଆଇ। 

ସମ୍ବଲପୁର ବିଶ୍ୱ ବିଦ୍ୟାଳୟରେ ପହଞ୍ଚି ଖୋଳତାଡ଼ କରିଥିଲେ। ଦୀର୍ଘ ସମୟ ଧରି ଯାଞ୍ଚ ପରେ ସମ୍ବଲପୁର ବିଶ୍ଵବିଦ୍ୟାଳୟର ପ୍ରଫେସର ଡକ୍ଟର ବୁଲୁ ମହାରଣାଙ୍କୁ ଗିରଫ କରିଛନ୍ତି ସିବିଆଇ ଅଧିକାରୀ। ସେ ନାକ୍ ଟିମ୍‌ର ସଦସ୍ୟ ଅଛନ୍ତି।ଏହି ମାମଲାରେ ଦେଶର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ସିବିଆଇ ଚଢ଼ାଉ କରିଥିଲା । ଓଡ଼ିଶା ସମେତ ଚେନ୍ନାଇ, ବାଙ୍ଗାଲୋର, ବିଜୟ ୱାଡା, ସମ୍ବଲପୁର,  ପାଲମୁ, ଭୋପାଳ ଦିଲ୍ଲୀ ଆଦି ଅଞ୍ଚଳରେ ଚଢ଼ଉ ହୋଇଛି । ଚଢ଼ଉ ସମୟରେ ୩୭ ଲକ୍ଷ ନଗଦ ଟଙ୍କା, ୬ଟି ଲାପଟପ୍ ଏବଂ ଆଇ-ଫୋନ ଜବତ ହୋଇଛି। ଶିକ୍ଷାନୁଷ୍ଠାନର ଅଧିକାରୀ ଓ ନାକ୍ ଟିମ୍ ସଦସ୍ୟଙ୍କ ନାମରେ ମାମଲା ରୁଜୁ ହୋଇଛି। 

ସମ୍ବଲପୁର ବିଶ୍ୱ ବିଦ୍ୟାଳୟରେ ପହଞ୍ଚି ଖୋଳତାଡ଼ କରିଥିଲେ। ଦୀର୍ଘ ସମୟ ଧରି ଯାଞ୍ଚ ପରେ ସମ୍ବଲପୁର ବିଶ୍ଵବିଦ୍ୟାଳୟର ପ୍ରଫେସର ଡକ୍ଟର ବୁଲୁ ମହାରଣାଙ୍କୁ ଗିରଫ କରିଛନ୍ତି ସିବିଆଇ ଅଧିକାରୀ। ସେ ନାକ୍ ଟିମ୍‌ର ସଦସ୍ୟ ଅଛନ୍ତି।

ଏହି ମାମଲାରେ ଦେଶର ବିଭିନ୍ନ ବିଶ୍ୱବିଦ୍ୟାଳୟରେ ସିବିଆଇ ଚଢ଼ାଉ କରିଥିଲା । ଓଡ଼ିଶା ସମେତ ଚେନ୍ନାଇ, ବାଙ୍ଗାଲୋର, ବିଜୟ ୱାଡା, ସମ୍ବଲପୁର,  ପାଲମୁ, ଭୋପାଳ ଦିଲ୍ଲୀ ଆଦି ଅଞ୍ଚଳରେ ଚଢ଼ଉ ହୋଇଛି । ଚଢ଼ଉ ସମୟରେ ୩୭ ଲକ୍ଷ ନଗଦ ଟଙ୍କା, ୬ଟି ଲାପଟପ୍ ଏବଂ ଆଇ-ଫୋନ ଜବତ ହୋଇଛି। ଶିକ୍ଷାନୁଷ୍ଠାନର ଅଧିକାରୀ ଓ ନାକ୍ ଟିମ୍ ସଦସ୍ୟଙ୍କ ନାମରେ ମାମଲା ରୁଜୁ ହୋଇଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe