ସମାକୋଇ-ଚକଦର ପ୍ରକଳ୍ପକୁ ବିରୋଧ, ୧୨ ଘଣ୍ଟିଆ ତେଲକୋଇ ବନ୍ଦ

Advertisment

କେନ୍ଦୁଝର ଜିଲ୍ଲା ତେଲକୋଇ ବ୍ଲକ ଅନ୍ତର୍ଗତ ସମାକୋଇ ନଦୀର ତଳମୁଣ୍ଡ ଚକଦର ଠାରେ ପ୍ରସ୍ତାବିତ ସମାକୋଇ-ଚକଦର ପ୍ରକଳ୍ପକୁ ବିରୋଧ କରି ଆଜି ସମାକୋଇ-ଚକଦର ପ୍ରକଳ୍ପ ସମନ୍ୱୟ ସମିତି ପକ୍ଷରୁ ତେଲକୋଇ ୧୨ଘଣ୍ଟିଆ ବନ୍ଦ ପାଳନ କରାଯାଉଛି।

କେନ୍ଦୁଝର ଜିଲ୍ଲା ତେଲକୋଇ ବ୍ଲକ ଅନ୍ତର୍ଗତ ସମାକୋଇ ନଦୀର ତଳମୁଣ୍ଡ ଚକଦର ଠାରେ ପ୍ରସ୍ତାବିତ ସମାକୋଇ-ଚକଦର ପ୍ରକଳ୍ପକୁ ବିରୋଧ କରି ଆଜି ସମାକୋଇ-ଚକଦର ପ୍ରକଳ୍ପ ସମନ୍ୱୟ ସମିତି ପକ୍ଷରୁ ତେଲକୋଇ ୧୨ଘଣ୍ଟିଆ ବନ୍ଦ ପାଳନ କରାଯାଉଛି।

telkoi

ତେଲକୋଇ: ନ୍ଦୁଝର ଜିଲ୍ଲା ତେଲକୋଇ ବ୍ଲକ ଅନ୍ତର୍ଗତ ସମାକୋଇ ନଦୀର ତଳମୁଣ୍ଡ ଚକଦର ଠାରେ ପ୍ରସ୍ତାବିତ ସମାକୋଇ-ଚକଦର ପ୍ରକଳ୍ପକୁ ବିରୋଧ କରି ଆଜି ସମାକୋଇ-ଚକଦର ପ୍ରକଳ୍ପ ସମନ୍ୱୟ ସମିତି ପକ୍ଷରୁ ତେଲକୋଇ ୧୨ଘଣ୍ଟିଆ ବନ୍ଦକେ ସହିତ ୪୯ ନଂ ଜାତୀୟ ରାଜପଥ ଜଗମୋହନପୁର ଠାରେ ଅବରୋଧ କରାଯାଇଛି। ସକାଳ ୬ ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଏହି ବନ୍ଦ ପାଳନ କରାଯାଉଛି। ସକାଳୁ ସକାଳୁ ଆନ୍ଦୋଳନକାରୀମାନେ ପିକେଟିଙ୍ଗ୍ କରି ଗାଡ଼ି ମୋଟର ଅଟକାଇଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe