ଭୁବନେଶ୍ବର: ବିଧାୟକ ଓମ ପ୍ରକାଶ ମିଶ୍ରଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉତ୍ତର ରଖିଛନ୍ତି। ସେ କହିଛନ୍ତି, ଜାନୁଆରି ଥିଲା ଅପରାଧର ମାସ। ଏହି ମାସରେ ୧୧୧ଟି ହତ୍ୟା, ୨୦ ଡକାୟତି, ୧୦୫୦୯ ଚୋରି, ୧୦୧ ଦଙ୍ଗା, ୧୯୪ ସାଇବର ଅପରାଧ, ୬୫୫ ଅସଦାଚରଣ, ୭୯ ଯୌନ ନିର୍ଯାତନା, ସର୍ବସାଧାରଣରେ ୧୪୯ ମହିଳାଙ୍କୁ ଅସଦାଚରଣ, ୧୧ ଅଶ୍ଳୀଳ ଭିଡିଓ ଉତ୍ତୋଳନ ଓ ୩୧ ଜଣ ମହିଳାଙ୍କୁ ହଇରାଣ କରିବା ମାମଲା ରୁଜୁ ହୋଇଛି। 

Advertisment

୨୦୨୪ରେ ୧୨୫୮ ହତ୍ୟା, ୩୫୬ ଡକାୟତି, ୧୭୮୦୫ ଚୋରି, ୧୪୭୧ ଦଙ୍ଗା, ୨୫୦୧ ସାଇବର ଅପରାଧ, ୭୨୯୯ ଅସଦାଚରଣ, ୧୦୮୨ ଯୌନ ନିର୍ଯାତନା, ୧୮୩୯ ସର୍ବସାଧାରଣରେ ମହିଳାଙ୍କୁ ଅସଦାଚରଣ, ୧୧୧ ଅଶ୍ଳୀଳ ଭିଡିଓ ଉତ୍ତୋଳନ ଓ ୩୬୫ଟି ମହିଳାଙ୍କୁ ହଇରାଣ କରିବା ମାମଲା ରୁଜୁ ହୋଇଛି। ବିଧାୟକ ରମେଶ ବେହେରାଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲିଖିତ ଉତ୍ତରରେ ଏହି ସୂଚନା ଦେଇଛନ୍ତି।

ସେହିପରି ୨୦୨୪ରେ ୧୨୫୮ ହତ୍ୟା, ୩୫୬ ଡକାୟତି, ୧୭୮୦୫ ଚୋରି, ୧୪୭୧ ଦଙ୍ଗା, ୨୫୦୧ ସାଇବର ଅପରାଧ, ୭୨୯୯ ଅସଦାଚରଣ, ୧୦୮୨ ଯୌନ ନିର୍ଯାତନା, ୧୮୩୯ ସର୍ବସାଧାରଣରେ ମହିଳାଙ୍କୁ ଅସଦାଚରଣ, ୧୧୧ ଅଶ୍ଳୀଳ ଭିଡିଓ ଉତ୍ତୋଳନ ଓ ୩୬୫ଟି ମହିଳାଙ୍କୁ ହଇରାଣ କରିବା ମାମଲା ରୁଜୁ ହୋଇଛି। ବିଧାୟକ ରମେଶ ବେହେରାଙ୍କ ପ୍ରଶ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲିଖିତ ଉତ୍ତରରେ ଏହି ସୂଚନା ଦେଇଛନ୍ତି।