Meeting on development work. Photograph: (sambad.in)
ଭୁବନେଶ୍ବର: ଆଗାମୀ ୫ ବର୍ଷରେ ରାଜ୍ୟ ସରକାରଙ୍କ ପକ୍ଷରୁ ସରକାରୀ ସ୍ତରରେ ଦେଢ଼ ଲକ୍ଷ ନିଯୁକ୍ତି ପାଇଁ ଲକ୍ଷ୍ୟ ରଖାଯାଇଛି। ଦୁଇ ବର୍ଷ ମଧ୍ୟରେ ୬୫ ହଜାର ସରକାରୀ ପଦବିରେ ନିଯୁକ୍ତି ପାଇଁ ସ୍ଥିରୀକୃତ ହୋଇଛି।