ସୁଭଦ୍ରା ଯୋଜନା ପାଇଁ ରାଜ୍ୟର ୧୫୭ ଜଣ ପୁରୁଷ ଆବେଦନ କରିଛନ୍ତି

Advertisment

ସୁଭଦ୍ରାକୁ ନେଇ ଆସିଲା ବଡ଼ ଖୁଲାସା କରିଛନ୍ତି  ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ସୁଭଦ୍ରା ଯୋଜନା ପାଇଁ ରାଜ୍ୟର ୧୫୭ ଜଣ ପୁରୁଷ ଆବେଦନ କରିଛନ୍ତି। କିନ୍ତୁ ସେମାନଙ୍କୁ ଏଥିରୁ ବାଦ୍ ଦିଆଯାଇଛି। 

ନିର୍ଭୟା ଦୋଷୀମାନଙ୍କୁ ଫାଶୀ ମିଳିବା ପରେ... ଆଇନର ଗଳାବାଟ ବନ୍ଦ କର, ଅନେକ ପୀଡ଼ିତା ନ୍ୟାୟ ପାଇବେ: ବିଜେପି ମହିଳା ମୋର୍ଚ୍ଚା

ଭୁବନେଶ୍ବର: ସୁଭଦ୍ରାକୁ ନେଇ ଆସିଲା ବଡ଼ ଖୁଲାସା କରିଛନ୍ତି  ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ସୁଭଦ୍ରା ଯୋଜନା ପାଇଁ ରାଜ୍ୟର ୧୫୭ ଜଣ ପୁରୁଷ ଆବେଦନ କରିଛନ୍ତି। 

ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆହୁରି କହିଛନ୍ତି, ଆଧାର କାର୍ଡର ଯେତେବେଳେ ବ୍ୟାଙ୍କ ଲିଙ୍କ ଡାଟା ଆସିଲା ସେତେବେଳେ ଏ ତଥ୍ୟ ସାମ୍ନାକୁ ଆସିଲା। ବେଳେବେଳେ ପୁଅ ନାଁ ଓ ଝିଅଙ୍କ ନାଁ ଏକା ଭଳି ଥାଏ। ସେମାନେ ଭୁଲବଶତଃ  ଆବେଦନ କରିଦେଇଥିବେ। କିନ୍ତୁ ସେମାନଙ୍କୁ ଏଥିରୁ ବାଦ୍ ଦିଆଯାଇଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe