ଧାମନଗରରୁ ଉଠିଲା ଧାରା ୧୬୩

Advertisment

ଭଦ୍ରକ ଜିଲ୍ଲା ଧାମନଗର ଏନଏସିରେ ପ୍ରଶାସନ ପକ୍ଷରୁ ଲଗାଯାଇଥିବା ଧାରା ୧୬୩କୁ ଉଠାଇଦିଆଯାଇଛି। ସେଠାରେ ପରିସ୍ଥିତି ଶାନ୍ତିପୂର୍ଣ୍ଣ ଥିବା ଯୋଗୁ  ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି।

ଭଦ୍ରକ ଜିଲ୍ଲା ଧାମନଗର ଏନଏସିରେ ପ୍ରଶାସନ ପକ୍ଷରୁ ଲଗାଯାଇଥିବା ଧାରା ୧୬୩କୁ ଉଠାଇଦିଆଯାଇଛି। ସେଠାରେ ପରିସ୍ଥିତି ଶାନ୍ତିପୂର୍ଣ୍ଣ ଥିବା ଯୋଗୁ  ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି।

ZT6mlPeC_400x400

ଧାମନଗର: ଭଦ୍ରକ ଜିଲ୍ଲା ଧାମନଗର ଏନଏସିରେ ପ୍ରଶାସନ ପକ୍ଷରୁ ଲଗାଯାଇଥିବା ଧାରା ୧୬୩କୁ ଉଠାଇଦିଆଯାଇଛି। ସେଠାରେ ପରିସ୍ଥିତି ଶାନ୍ତିପୂର୍ଣ୍ଣ ଥିବା ଯୋଗୁ  ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି।

ସୂଚନାଯୋଗ୍ୟ, ଗତ ମାସ ୨୭ ତାରିଖରୁ ଏକ ସୋସିଆଲ୍ ମିଡିଆ ପୋଷ୍ଟକୁ ନେଇ ଧାମନଗର ଏନଏସି ଓ ଏହାର ପାଖ ଅଞ୍ଚଳ ଅଶାନ୍ତ ହୋଇଉଠିଥିଲା। ଏହାପରେ ସେଠାରେ ଧାରା ୧୬୩ ଲଗାଯାଇଥିଲା। ପୁଲିସ ଡିଜି ୱାଇ.ବି ଖୁରାନିଆ ଧାମନଗର ଏନଏସିରେ ସ୍ଥିତିର ସମୀକ୍ଷା କରିଥିଲେ ସେ ବରିଷ୍ଠ ଅଧିକାରୀମାନଙ୍କ ସହ ଧାମନଗର ଥାନାରେ ଆଲୋଚନା କରିଥିଲେ ଏଥିରେ ପୂର୍ବାଞ୍ଚଳ ଡିଆଇଜି ଭଦ୍ରକ ଏସ୍ପି ମଧ୍ୟ ଉପସ୍ଥିତ ଥିଲେ ସମୀକ୍ଷା ପରେ ଶାନ୍ତି ଶୃଙ୍ଖଳା ରକ୍ଷା କରିବାକୁ ଡିଜିପି ନିବେଦନ କରିଥିଲେ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ଉତ୍ତେଜନା ପରେ ସ୍ଥିତି ସମୀକ୍ଷା କରାଯାଇଥିଲା ଏହି ଅବସରରେ ସେ କହିଥିଲେ, ଅଯଥା ସୋସିଆଲ ମିଡିଆ ପୋଷ୍ଟରେ କମେଣ୍ଟ କରନ୍ତୁ ନାହିଁ

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe