ଚାଷଜମିରୁ ୧୯ ଫୁଟର ବିରାଟକାୟ ଅଜଗର ଉଦ୍ଧାର

କେନ୍ଦ୍ରାପଡ଼ା ଜିଲ୍ଲା ଭିତରକନିକା ଅନ୍ତର୍ଗତ ରାଜେନ୍ଦ୍ର ନାରାୟଣପୁର ଗାଁ ବାଇଶିଘେରି ଚାଷଜମିରୁ ଏକ ୧୯ ଫୁଟର ବିଶାଳ ଅଜଗର ଉଦ୍ଧାର ହୋଇଛି। ତାକୁ ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟରେ ରଖାଯାଇଛି। ଡ଼ିଏଫଓଙ୍କ ନିର୍ଦେଶ ଅନୁସାରେ ସାପକୁ ବଡ଼ ଲୁହା ପଞ୍ଜୁରୀ ମଧ୍ୟରେ ରଖାଯାଇ ଚିକିତ୍ସା କରାଯାଉଛି। 

ସାପ କାମୁଡ଼ାରେ ମହିଳା ମୃତ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ଭିତରକନିକା ଅନ୍ତର୍ଗତ ରାଜେନ୍ଦ୍ର ନାରାୟଣପୁର ଗାଁ ବାଇଶିଘେରି ଚାଷଜମିରୁ ଏକ ୧୯ ଫୁଟର ବିଶାଳ ଅଜଗର ଉଦ୍ଧାର ହୋଇଛି। ତାକୁ ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟରେ ରଖାଯାଇଛି ଅଜଗର ସାପଟିର ମୁଣ୍ଡରେ ସାମାନ୍ୟ ଆଘାତ ଥିବାରୁ ଡ଼ିଏଫଓଙ୍କ ନିର୍ଦେଶ ଅନୁସାରେ ସାପକୁ ବଡ଼ ଲୁହା ପଞ୍ଜୁରୀ ମଧ୍ୟରେ ରଖାଯାଇ ଚିକିତ୍ସା କରାଯାଉଛି। 

ସାପଟି ସମ୍ପୂର୍ଣ ସୁସ୍ଥ ହୋଇଗଲେ ଏହାକୁ ଭିତରକନିକା ଜଙ୍ଗଲରେ ଛଡ଼ାଯିବ ବୋଲି ବନବିଭାଗ ପକ୍ଷରୁ ସୂଚନା ଦିଆ ଯାଇଛି। ଏବେ ଭିତରକନିକାରେ ଏହି ବିରାଟକାୟ ସାପକୁ ଦେଖିବା ପାଇଁ ପର୍ଯ୍ୟଟକଙ୍କ ଭିଡ଼ ଜମୁଥିବାପରିଲକ୍ଷିତ ହେଉଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe