ଭୁବନେଶ୍ବର: ଉଲ୍ଲେଖନୀୟ ସେବା ପାଇଁ ଓଡ଼ିଶାର ୧୯ ପୁଲିସ କର୍ମଚାରୀଙ୍କୁ ମିଳିବ ପଦକ। ଏମାନଙ୍କ ମଧ୍ୟରୁ ଆରକ୍ଷୀ ଅଧୀକ୍ଷକ ସରୋଜ ମଲ୍ଲିକ ଓ କନଷ୍ଟେବଲ୍ ସତ୍ୟବାଦୀ ମଲ୍ଲିକ ପାଇବେ ରାଷ୍ଟ୍ରପତି ପୁରସ୍କାର। ଏହାଛଡ଼ା ୬ ପୁଲିସ କର୍ମଚାରୀଙ୍କୁ ସାହସିକତା ପୁରସ୍କାର ମିଳିବ।
ସେବାରେ ପ୍ରଶଂସନୀୟ କାର୍ଯ୍ୟ ପାଇଁ ୧୧ ପୁଲିସ କର୍ମଚାରୀଙ୍କୁ ମିଳିବ ପୁରସ୍କାର। ଅଗ୍ନିଶମ ସେବାରେ ଉଲ୍ଲେଖନୀୟ ସେବା ପାଇଁ ଭମରବର ସେଠ୍ଙ୍କୁ ରାଷ୍ଟ୍ରପତି ପୁରସ୍କାର ମିଳିବ। ଅଗ୍ନିଶମ ସେବାରେ ପ୍ରଶଂସନୀୟ କାର୍ଯ୍ୟ ପାଇଁ ୪ ଜଣ ପାଇବେ ପୁରସ୍କାର । ହୋମ୍ଗାର୍ଡ ଓ ସିଭିଲ୍ ଡିଫେନ୍ସ ବିଭାଗରେ ୩ ଜଣଙ୍କୁ ପଦକ ମିଳିବ।
ସେବାରେ ପ୍ରଶଂସନୀୟ କାର୍ଯ୍ୟ ପାଇଁ ୧୧ ପୁଲିସ କର୍ମଚାରୀଙ୍କୁ ମିଳିବ ପୁରସ୍କାର। ଅଗ୍ନିଶମ ସେବାରେ ଉଲ୍ଲେଖନୀୟ ସେବା ପାଇଁ ଭମରବର ସେଠ୍ଙ୍କୁ ରାଷ୍ଟ୍ରପତି ପୁରସ୍କାର ମିଳିବ। ଅଗ୍ନିଶମ ସେବାରେ ପ୍ରଶଂସନୀୟ କାର୍ଯ୍ୟ ପାଇଁ ୪ ଜଣ ପାଇବେ ପୁରସ୍କାର । ହୋମ୍ଗାର୍ଡ ଓ ସିଭିଲ୍ ଡିଫେନ୍ସ ବିଭାଗରେ ୩ ଜଣଙ୍କୁ ପଦକ ମିଳିବ। ପ୍ରମୋଦ କୁମାର ରାଉତ, ହୋମଗାର୍ଡ ସୌଭାଗ୍ୟ ପ୍ରଧାନ ରାଷ୍ଟ୍ରପତି ପଦକ ପାଇବେ।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2025/01/25/fd6Efsg7Usyo7y3oJSG7.jpg)