ବାଙ୍ଗିରିପୋଷି: ମୟୂରଭଞ ଜିଲ୍ଲା ବାଙ୍ଗିରିପୋଷି ଥାନା ଜାତୀୟ ରାଜପଥ ୪୯ ଦୁଆରଶୁଣି ଘାଟି ତଳେ ଶୁକ୍ରବାର ବିଳମ୍ବିତ ରାତ୍ରିରେ ଅଜଣା ଗାଡ଼ି ଧକ୍କାରେ ଦୁଇ ଯୁବକଙ୍କ ମୃତ୍ୟୁ ଘଟିଛି। ଉଭୟେ ଏକ ବାଇକରେ ଘରକୁ ଫେରୁଥିବା ବେଳେ ଅଜଣା ଗାଡ଼ି ବାଇକକୁ ଧକ୍କା ଦେଇଥିଲା। ଏହାଫଳରେ ଘଟଣାସ୍ଥଳରେ ହିଁ ଉଭୟଙ୍କର ମୃତ୍ୟୁ ଘଟିଥିଲା।
ବାଙ୍ଗିରିପୋଷି ଥାନା ଜାତୀୟ ରାଜପଥ ୪୯ ଦୁଆରଶୁଣି ଘାଟି ତଳେ ଶୁକ୍ରବାର ବିଳମ୍ବିତ ରାତ୍ରିରେ ଅଜଣା ଗାଡ଼ି ଧକ୍କାରେ ଦୁଇ ଯୁବକଙ୍କ ମୃତ୍ୟୁ ଘଟିଛି। ଉଭୟେ ଏକ ବାଇକରେ ଘରକୁ ଫେରୁଥିବା ବେଳେ ଅଜଣା ଗାଡ଼ି ବାଇକକୁ ଧକ୍କା ଦେଇଥିଲା। ଏହାଫଳରେ ଘଟଣାସ୍ଥଳରେ ହିଁ ଉଭୟଙ୍କର ମୃତ୍ୟୁ ଘଟିଥିଲା। ତେବେ ଉଭୟଙ୍କର ପରିଚୟ ମିଳିପାରି ନାହିଁ। ଦୁର୍ଘଟଣା ଘଟାଇଥିବା ଗାଡ଼ିଟି ଘଟଣାସ୍ଥଳରୁ ଫେରାର ମାରିଛି। ତେଣେ ଖବର ପାଇ ବାଙ୍ଗିରିପୋଷି ଥାନା ପୁଲିସ ଘଟଣାର ତଦନ୍ତ କରୁଛି।
ତେବେ ଉଭୟଙ୍କର ପରିଚୟ ମିଳିପାରି ନାହିଁ। ଦୁର୍ଘଟଣା ଘଟାଇଥିବା ଗାଡ଼ିଟି ଘଟଣାସ୍ଥଳରୁ ଫେରାର ମାରିଛି। ତେଣେ ଖବର ପାଇ ବାଙ୍ଗିରିପୋଷି ଥାନା ପୁଲିସ ଘଟଣାର ତଦନ୍ତ କରୁଛି।