ଆସୁଛି ଆଉ ଦୁଇଟି ଲଘୁଚାପ, ଅଗଷ୍ଟ ୩୧ରୁ ସେପ୍ଟେମ୍ବର ୩ ଭିତରେ ପ୍ରବଳ ବର୍ଷା ସମ୍ଭାବନା

ସେପ୍ଟେମ୍ବର ପହିଲାରୁ ବର୍ଷା ବଢ଼ିବ। ଆଗକୁ  ପଛକୁ ପଛ ଦୁଇଟି ଲଘୁଚାପ ଆସୁଛି। ଗୋଟିଏ ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଓ ଆଉ ଗୋଟିଏ ଦ୍ଵିତୀୟ ସପ୍ତାହରେ। ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ ଜାରି ହୋଇଛି।

New Project

Photograph: (Sambad.in)

ଭୁବନେଶ୍ବର: ସେପ୍ଟେମ୍ବର ପହିଲାରୁ ବର୍ଷା ବଢ଼ିବ। ଆଗକୁ  ପଛକୁ ପଛ ଦୁଇଟି ଲଘୁଚାପ ଆସୁଛି। ଗୋଟିଏ ସେପ୍ଟେମ୍ବର ପ୍ରଥମ ସପ୍ତାହରେ ଓ ଆଉ ଗୋଟିଏ ଦ୍ଵିତୀୟ ସପ୍ତାହରେ। ପାଣିପାଗ ବିଭାଗ ପକ୍ଷରୁ ଆଗମୀ ଦୁଇ ସପ୍ତାହ ପାଇଁ  ବିସ୍ତାରିତ ପାଣିପାଗର ପୂର୍ବାନୁମାନ ଜାରି ହୋଇଛି।

ଆକଳନ ଅନୁସାରେ ସେପ୍ଟେମ୍ବର ୩ ତାରିଖବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ। ଏହା ଅଧିକ ଘନୀଭୂତ ହୋଇ ୫ ତାରିଖରେ ଅବପାତର ରୂପ ନେବାର ସମ୍ଭାବନା ଅଛି। ଏହାପରେ ଦ୍ଵିତୀୟ ସପ୍ତାହ ବେଳକୁ ପୁଣି ଆଉ ଏକ ଲଘୁଚାପ  ମଧ୍ୟ ସୃଷ୍ଟି ହେବାର ସମ୍ଭାବନା ଅଛି।  ଓଡ଼ିଶାରେ ଆସନ୍ତା ଅଗଷ୍ଟ ୩୧ରୁ ସେପ୍ଟେମ୍ବର ୩ ଭିତରେ ପ୍ରବଳ ବର୍ଷା ହୋଇପାରେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe