minor rape complain at rasgobindapur police station Photograph: (Sambad.in)
ବାରିପଦା: ଦୁଇ ଆଦିବାସୀ ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ। ଘଟଣା ଘଟିଛି ମୟୂରଭଞ୍ଜ ଜିଲ୍ଲା ରାସଗୋବିନ୍ଦପୁର ଥାନା ଅଞ୍ଚଳରେ । ରାସଗୋବିନ୍ଦପୁର ଥାନା ଅଞ୍ଚଳରେ ଚାଞ୍ଚଲ୍ୟ। ଦୁଇ ନାବାଳିକାଙ୍କ ମଧ୍ୟରୁ ଜଣେ ଅଷ୍ଟମ ଓ ଜଣେ ନବମ ଶ୍ରେଣୀରେ ପଢ଼ୁଥିବା ଜଣାପଡ଼ିଛି। ଗଣଦୁଷ୍କର୍ମ ଅଭିଯୋଗରେ ଦୁଇ ଜଣଙ୍କୁ ଥାନାରେ ଅଟକ ରଖି ପୁଲିସ ପଚରାଉଚରା କରୁଛି।
ଅନ୍ୟ ଅଭିଯୁକ୍ତମାନଙ୍କୁ ଖୋଜୁଛି ପୁଲିସ
ଦୁଇ ଅଭିଯୁକ୍ତ ହେଲେ ରାସଗୋବିନ୍ଦପୁର ଥାନା ଅନ୍ତର୍ଗତ ପୁର୍ଣ୍ଣଚନ୍ଦ୍ରପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ଅନ୍ୟ ଅଭିଯୁକ୍ତମାନଙ୍କୁ ଖୋଜୁଛି ପୁଲିସ। ଘଟଣାରେ ସାତ ରୁ ଆଠ ଜଣ ସଂପୃକ୍ତ ଥିବା ବେଳେ ଲିଖିତ ଅଭିଯୋଗରେ ପାଞ୍ଚ ଜଣଙ୍କ ସହିତ ଅନ୍ୟମାନେ ବୋଲି ଲେଖାଯାଇଛି।
ଆହୁରି ପଢ଼ନ୍ତୁ:Cyclone Montha, Moves Towards Andhra: ଆନ୍ଧ୍ର ଉପକୂଳ ମୁହାଁ ସମ୍ଭାବ୍ୟ ବାତ୍ୟା, ମାଲକାନଗିରି ଓ କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା
ଆହୁରି ପଢ଼ନ୍ତୁ: Student Serious: ଅଷ୍ଟମ ଶ୍ରେଣୀର ତିନି ଛାତ୍ର ଜବରଦସ୍ତ ମଦ ପିଆଇବାରୁ ଷଷ୍ଠ ଶ୍ରେଣୀର ଛାତ୍ର ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି
gangrape
Follow Us