ମୁଦୁଲିପଡ଼ା ଓ ଅର୍କେଲ ଥାନା ଅଞ୍ଚଳରେ ୨ ନାବାଳିକା ଦୁଷ୍କର୍ମର ଶିକାର

Advertisment

ମାଲକାନଗିରି ଜିଲ୍ଲା ମୁଦୁଲିପଡ଼ା ଥାନା ଅଞ୍ଚଳରେ ପୁଣି ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ। ଅର୍କେଲ ଥାନା ଅଞ୍ଚଳରେ ପୁଣି ଜଣେ ନାବାଳିକା ସହ ଦୁଷ୍କର୍ମ ଅଭିଯୋଗ ହୋଇଛି।

Nesfaoject (12)

ମାଲକାନଗିରି: ମାଲକାନଗିରି ଜିଲ୍ଲା ଅର୍କେଲ ଥାନା ଅଞ୍ଚଳରେ ପୁଣି ଜଣେ ନାବାଳିକା ସହ ଦୁଷ୍କର୍ମ ଅଭିଯୋଗ ହୋଇଛି। ଲିଫ୍ଟ ଦେବା ବାହାନାରେ ଜଣେ ନାବାଳିକା ସହ ଦୁଷ୍କର୍ମ ହୋଇଥିବା ନେଇ ପୀଡ଼ିତାଙ୍କ ମାମୁ ଅର୍କେଲ ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

ମାଲକାନଗିରି ଜିଲ୍ଲା ମୁଦୁଲିପଡ଼ା ଥାନା ଅଞ୍ଚଳରେ ପୁଣି ନାବାଳିକାଙ୍କୁ ଦୁଷ୍କର୍ମ ଅଭିଯୋଗ। ନାବାଳିକା ଜଣଙ୍କ ଦୁଷ୍କର୍ମ ପରେ ଗର୍ଭବତୀ ହୋଇଥିଲେ। ତେବେ ନାବାଳିକାଙ୍କର ଏକ ପୁତ୍ର ସନ୍ତାନ ଜନ୍ମ ହେବା ପରେ ଗତକାଲି ନବଜାତର ମୃତ୍ୟୁ  ହୋଇଥିଲା। ଏହାପରେ ପୀଡ଼ିତା ନିଜ ପରିବାର ସହ ମୁଦୁଲିପଡ଼ା ଥାନାର ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି। ଏ ସମ୍ପର୍କରେ ଜଣେ ଅଭିଯୁକ୍ତ ଗିରଫ ହୋଇଥିବା ଜଣାପଡ଼ିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe