ରାଉରକେଲା: ଗତକାଲି ବିଳମ୍ବିତ ରାତିରେ ରାଉରକେଲା ସହରରେ ଦୁଇଟି ହତ୍ୟାକାଣ୍ଡ ଘଟିଯାଇଛି l ଛେଣ୍ଡ କୋଅପରେଟିଭ କଲୋନିର ମୁକେଶ କରଙ୍କୁ ଗୋଡେଇ ଗୋଡେଇ ହତ୍ୟା କରାଯାଇଛି l ତାଙ୍କର ଅନ୍ୟ ଜଣେ ସାଙ୍ଗ ଗୁରୁତର ହୋଇଛନ୍ତି l ଏଣେ ରାଉରକେଲା ଗାନ୍ଧୀରୋଡରେ ଜଣେ ଜରି ଗୋଟାଳିକୁ ବେକ କାଟି ନିର୍ମମ ଭାବେ ହତ୍ୟା କରାଯାଇଛି l
ଛେଣ୍ଡ କୋଅପରେଟିଭ କଲୋନିର ମୁକେଶ କରଙ୍କୁ ଗୋଡେଇ ଗୋଡେଇ ହତ୍ୟା କରାଯାଇଛି l ତାଙ୍କର ଅନ୍ୟ ଜଣେ ସାଙ୍ଗ ଗୁରୁତର ହୋଇଛନ୍ତି l ଏଣେ ରାଉରକେଲା ଗାନ୍ଧୀରୋଡରେ ଜଣେ ଜରି ଗୋଟାଳିକୁ ବେକ କାଟି ନିର୍ମମ ଭାବେ ହତ୍ୟା କରାଯାଇଛି l
ଏ ଦୁଇ ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି। ପୁଲିସ ଉଭୟ ହତ୍ୟାକାଣ୍ଡର ତଦନ୍ତ ଆରମ୍ଭ କରିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2025/04/10/2rmNvUJLzqxhgsX1AIRT.jpg)