ପୁଲିସ-ନକ୍ସଲ ଗୁଳିବିନିମୟ, ୨ ନକ୍ସଲ ମୃତ

ମାଲକାନଗିରି ସୀମାନ୍ତ ଛତିଶଗଡ଼ର କିସ୍ଟରାମ ଅଂଚଳରେ ଆଜି ସକାଳେ ପୁଲିସ ଏବଂ ନକ୍ସଲ ମଧ୍ୟରେ ଗୁଳିବିନିମୟ ଘଟିଛି। ଏହି ଗୁଳିବିନିମୟରେ ୨ ଜଣ ନକ୍ସଲଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

KIIT

ମାଲକାନଗିରି: ମାଲକାନଗିରି ସୀମାନ୍ତ ଛତିଶଗଡ଼ର କିସ୍ଟରାମ ଅଂଚଳରେ ଆଜି ସକାଳେ ପୁଲିସ ଏବଂ ନକ୍ସଲ ମଧ୍ୟରେ ଗୁଳିବିନିମୟ ଘଟିଛି।ଏହି ଗୁଳିବିନିମୟରେ ୨ ଜଣ ନକ୍ସଲଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।

ବିଶେଷ ସୁତ୍ରରୁ ପୁଲିସକୁ ଖବର ମିଳିଥିଲା ଯେ କିସ୍ଟରାମ ଜଙ୍ଗଲରେ ମାଓବାଦୀ କ୍ୟାମ୍ପ କରି ରହିଛନ୍ତି। ତୁରନ୍ତ ସୁକମା ଜିଲ୍ଲା ପୁଲିସ ଏବଂ ଡିଆରଜି ଯବାନ ଜଙ୍ଗଲରେ ଚଢ଼ାଉ କରିଥିଲେ। ଆଜି ସକାଳେ ନକ୍ସଲ ଯବାନଙ୍କୁ ଦେଖି ଅତର୍କିତ ଗୁଳି ଚଳାଇଥିଲେ। ପୁଲିସ ମଧ୍ୟ ପାଲଟା ଜବାବ ଦେଇଥିଲେ। ବର୍ତ୍ତମାନ ମଧ୍ୟ ଗୁଳିବିନିମୟ ଚାଲିଛି। ଯବାନ ଘଟଣାସ୍ଥଳରେ ସର୍ଚ୍ଚ ଅପେରସନ କରୁଛନ୍ତି। ଯବାନ ଫେରିବା ପରେ ବିସ୍ତୃତ ରିପୋର୍ଟ ମିଳିବ ବୋଲି କୁହାଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe