କୂଅ ସଫା କରୁଥିଲେ: ଶ୍ୱାସରୁଦ୍ଧ ହୋଇ ଚାଲିଗଲା ଦୁଇ ଶ୍ରମିକଙ୍କ ଜୀବନ

ଚନ୍ଦ୍ରପୁର ବ୍ଲକ୍ ବନ୍ଦିରୀ ଗ୍ରାମରେ ଅଘଟଣ। କୂଅ ସଫା କରିବାକୁ ଯାଇ ଶ୍ୱାସରୁଦ୍ଧ ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଜଣା ପଡ଼ିଛି। ମୃତକମାନେ ହେଲେ ବନ୍ଦିରୀ ଗ୍ରାମର ଚିତ୍ତରଞ୍ଜନ ଟାଙ୍ଗରଙ୍ଗା ଓ ଟେଟେ ଟାଙ୍ଗରଙ୍ଗା।

Dead

ରାୟଗଡ଼ା: ରାୟଗଡ଼ା ଜିଲ୍ଲା ଚନ୍ଦ୍ରପୁର ବ୍ଲକ୍ ବନ୍ଦିରୀ ଗ୍ରାମରେ ଅଘଟଣ। କୂଅ ସଫା କରିବାକୁ ଯାଇ ଶ୍ୱାସରୁଦ୍ଧ ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଜଣା ପଡ଼ିଛି। ଚନ୍ଦ୍ରପୁର ବନ୍ଦିରୀ ଗ୍ରାମର କାଲିମା ସାହିରେ ଥିବା ଏକ କୂଅ ସଫା କରିବାକୁ ଯାଇ ଶ୍ୱାସରୁଦ୍ଧ ହୋଇ କୂଅରୁ ଵାହାରି ପାରିନଥିଲେ ଓ ଦୁହିଁଙ୍କ ମୃତ୍ୟୁ ଘଟିଥିଲା।

ଚନ୍ଦ୍ରପୁର ବ୍ଲକ୍ ବନ୍ଦିରୀ ଗ୍ରାମରେ ଅଘଟଣ। କୂଅ ସଫା କରିବାକୁ ଯାଇ ଶ୍ୱାସରୁଦ୍ଧ ହୋଇ ଦୁଇ ଶ୍ରମିକଙ୍କ ମୃତ୍ୟୁ ହୋଇଥିବା ଜଣା ପଡ଼ିଛି। ଚନ୍ଦ୍ରପୁର ବନ୍ଦିରୀ ଗ୍ରାମର କାଲିମା ସାହିରେ ଥିବା ଏକ କୂଅ ସଫା କରିବାକୁ ଯାଇ ଶ୍ୱାସରୁଦ୍ଧ ହୋଇ କୂଅରୁ ଵାହାରି ପାରିନଥିଲେ ଓ ଦୁହିଁଙ୍କ ମୃତ୍ୟୁ ଘଟିଥିଲା। ମୃତକମାନେ ହେଲେ ବନ୍ଦିରୀ ଗ୍ରାମର ଚିତ୍ତରଞ୍ଜନ ଟାଙ୍ଗରଙ୍ଗା ଓ ଟେଟେ ଟାଙ୍ଗରଙ୍ଗା। ଦୁଇ ଜଣଙ୍କ ମୃତ୍ୟୁ ପରେ ଗାଁରେ ଶୋକର ଛାୟା ଖେଳିଯାଇଛି।

ମୃତକମାନେ ହେଲେ ବନ୍ଦିରୀ ଗ୍ରାମର ଚିତ୍ତରଞ୍ଜନ ଟାଙ୍ଗରଙ୍ଗା ଓ ଟେଟେ ଟାଙ୍ଗରଙ୍ଗା। ଦୁଇ ଜଣଙ୍କ ମୃତ୍ୟୁ ପରେ ଗାଁରେ ଶୋକର ଛାୟା ଖେଳିଯାଇଛି।

death

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe