ଅଜଣା ଗାଡ଼ି ଧକ୍କାରେ ଦୁଇ ଯୁବକ ମୃତ

ସୁନ୍ଦରଗଡ଼ ଜିଲ୍ଲାର ତଳସରା ଥାନା ଅନ୍ତର୍ଗତ ଛତିଶଗଡ଼ ରାଜ୍ୟକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ବାଲିଶଙ୍କରା ୨୩ ମାଇଲ ଠାରେ ବିଳମ୍ବିତ ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଦୁଇ ଜଣ ବାଇକ୍ ଆରୋହୀ ଯୁବକଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ମୃତକ ହେଲେ ମାଳିଡିହି ଗ୍ରାମର ଅବିନାଶ ପ୍ରଧାନ ଓ ବିରଞ୍ଚି ପ୍ରଧାନ।

Accident

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲ୍ଲାର ତଳସରା ଥାନା ଅନ୍ତର୍ଗତ ଛତିଶଗଡ଼ ରାଜ୍ୟକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ବାଲିଶଙ୍କରା ୨୩ ମାଇଲ ଠାରେ ବିଳମ୍ବିତ ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଦୁଇ ଜଣ ବାଇକ୍ ଆରୋହୀ ଯୁବକଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଦୁଇ ମୃତକ ହେଲେ ମାଳିଡିହି ଗ୍ରାମର ଅବିନାଶ ପ୍ରଧାନ ଓ ବିରଞ୍ଚି ପ୍ରଧାନ।

ତଳସରା ଥାନା ଅନ୍ତର୍ଗତ ଛତିଶଗଡ଼ ରାଜ୍ୟକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତା ବାଲିଶଙ୍କରା ୨୩ ମାଇଲ ଠାରେ ବିଳମ୍ବିତ ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ଦୁଇ ଜଣ ବାଇକ୍ ଆରୋହୀ ଯୁବକଙ୍କର ଘଟଣାସ୍ଥଳରେ ମୃତ୍ୟୁ ହୋଇଛି। ଦୁଇ ମୃତକ ହେଲେ ମାଳିଡିହି ଗ୍ରାମର ଅବିନାଶ ପ୍ରଧାନ ଓ ବିରଞ୍ଚି ପ୍ରଧାନ। ସ୍ଥାନୀୟ ଲୋକେ ଘଟଣା ସ୍ଥଳରେ ପହଞ୍ଚି ତଳସରା ଥାନାକୁ ଖବର ଦେଇଥିଲେ। ଖବର ପାଇ ତଳସରା ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଜବତ କରି ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

ସ୍ଥାନୀୟ ଲୋକେ ଘଟଣା ସ୍ଥଳରେ ପହଞ୍ଚି ତଳସରା ଥାନାକୁ ଖବର ଦେଇଥିଲେ। ଖବର ପାଇ ତଳସରା ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଜବତ କରି ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe