ଘଟଗାଁ ତାରିଣୀ ମନ୍ଦିରକୁ ୨୧୫ କୋଟି ଟଙ୍କାର ଅନୁଦାନ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

ଘଟଗାଁ ତାରିଣୀ ମନ୍ଦିରକୁ ୨୧୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମା' ତାରିଣୀଙ୍କୁ ଦର୍ଶନ କରି ମା’ଙ୍କର କୃପାଲାଭ କରିବାପରେ ମା‘ଙ୍କ ମନ୍ଦିରର ଉନ୍ନତିକରଣ ନିମନ୍ତେ ୨୧୫ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି ।

zx

ଘଟଗାଁ: ଘଟଗାଁ ତାରିଣୀ ମନ୍ଦିରକୁ ୨୧୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମା' ତାରିଣୀଙ୍କୁ ଦର୍ଶନ କରି ମା’ଙ୍କର କୃପାଲାଭ କରିବାପରେ ମା‘ଙ୍କ ମନ୍ଦିରର ଉନ୍ନତିକରଣ ନିମନ୍ତେ ୨୧୫ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି । ଏହି ଅର୍ଥରେ ଉନ୍ନତିକରଣ କାମ ଖୁବ୍ ଶୀଘ୍ର ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଘଟଗାଁ ତାରିଣୀ ମନ୍ଦିରକୁ ୨୧୫ କୋଟି ଟଙ୍କା ମଞ୍ଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମା' ତାରିଣୀଙ୍କୁ ଦର୍ଶନ କରି ମା’ଙ୍କର କୃପାଲାଭ କରିବାପରେ ମା‘ଙ୍କ ମନ୍ଦିରର ଉନ୍ନତିକରଣ ନିମନ୍ତେ ୨୧୫ କୋଟି ଟଙ୍କାର ଅନୁଦାନ ଘୋଷଣା କରିଛନ୍ତି । ଏହି ଅର୍ଥରେ ଉନ୍ନତିକରଣ କାମ ଖୁବ୍ ଶୀଘ୍ର ଆରମ୍ଭ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ମହାବିଷୁବ ବା ପଣା ସଂକ୍ରାନ୍ତି ଅବସରରେ କେନ୍ଦୁଝର ଜିଲ୍ଲା ଘଟଗାଁ ମା' ତାରିଣୀଙ୍କ ପୀଠରେ ଭକ୍ତଙ୍କ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଛି। ମା' ତାରିଣୀଙ୍କର ୮୯ ତମ ଚଇତି ପର୍ବର ଆଜି ୬ଷ୍ଠ ଦିନ ତଥା ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ ଅବସରରେ ଆଜି ମା’ଙ୍କ ପୀଠରେ ଲକ୍ଷାଧିକ ଭକ୍ତଙ୍କର ସମାଗମ ହୋଇଛି । ଏହାକୁ ଦୃଷ୍ଟିରେ ରଖି, ଶ୍ରଦ୍ଧାଳୁଙ୍କର ଶୃଙ୍ଖଳିତ ଦର୍ଶନ ପାଇଁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ମନ୍ଦିରରେ ଭଜନ, ନୃତ୍ୟ,ଗୀତ ଆୟୋଜନ କରାଯାଉଛି । ଶ୍ରଦ୍ଧାଳୁଙ୍କୁ ମାଗଣାରେ ଅନ୍ନପ୍ରସାଦ ଓ ପଣା ବଣ୍ଟନର ବ୍ୟବସ୍ଥା କରାଯାଇଛି।

cmo odisha

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe