ଭୁବନେଶ୍ବର: ପୂର୍ବ ସରକାର ଦୀର୍ଘ ଦିନ ଧରି ଖଣି ନିଲାମ କରୁ ନଥିଲେ। ନୂଆ ସରକାର ଆସିବା ପରେ ବର୍ଷକ ମଧ୍ୟରେ ୮ ଟି ଖଣି ନିଲାମ କରିଛନ୍ତି। ଖୁବ୍‌ ଶୀଘ୍ର ଆହୁରି ୨୨ଟି ଖଣି ନିଲାମ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏନେଇ ଖଣି ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି।

Advertisment

ନୂଆ ସରକାର ଆସିବା ପରେ ବର୍ଷକ ମଧ୍ୟରେ ୮ ଟି ଖଣି ନିଲାମ କରିଛନ୍ତି। ଖୁବ୍‌ ଶୀଘ୍ର ଆହୁରି ୨୨ଟି ଖଣି ନିଲାମ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଏନେଇ ଖଣି ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ମନ୍ତ୍ରୀ ବିଭୂତି ଜେନା କହିଛନ୍ତି, ଖଣି ନିଲାମ ଦ୍ୱାରା ରାଜ୍ୟର ରାଜସ୍ୱ ବଢ଼ିବ। ତାହା ସହ ଶିଳ୍ପ ଆସିବା ଦ୍ୱାରା ନିଯୁକ୍ତି ପ୍ରକ୍ରିୟା ତ୍ୱରାନ୍ୱିତ ହେବ। ସେ ଦିଗକୁ ପ୍ରାଧାନ୍ୟ ଦେଇ ଖଣି ବିଭାଗ କାମ କରୁଛି।

ମନ୍ତ୍ରୀ ବିଭୂତି ଜେନା କହିଛନ୍ତି, ଖଣି ନିଲାମ ଦ୍ୱାରା ରାଜ୍ୟର ରାଜସ୍ୱ ବଢ଼ିବ। ତାହା ସହ ଶିଳ୍ପ ଆସିବା ଦ୍ୱାରା ନିଯୁକ୍ତି ପ୍ରକ୍ରିୟା ତ୍ୱରାନ୍ୱିତ ହେବ। ସେ ଦିଗକୁ ପ୍ରାଧାନ୍ୟ ଦେଇ ଖଣି ବିଭାଗ କାମ କରୁଛି ।