ମାଲକାନଗିରି: ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ସୁକମା ଜିଲ୍ଲା ପୁଲିସ ନିକଟରେ ୨୨ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଜିଲ୍ଲା ଏସପି କିରଣ ଚୌହାନଙ୍କ ସମ୍ମୁଖରେ ଏହି ନକ୍ସଲମାନେ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରେ ଏକ ମାଓ ଦମ୍ପତି ନାମରେ ୮ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରିହିଥିଲା। ସେହିପରି ଅନ୍ୟ ଦୁଇ ଜଣ ଏସିଏମ ନାମରେ ୫ ଲକ୍ଷ ଟଙ୍କା ଲେଖାଏଁ ପୁରସ୍କାର ରହିଥିଲା।
ଛତିଶଗଡ଼ର ସୁକମା ଜିଲ୍ଲା ପୁଲିସ ନିକଟରେ ୨୨ ନକ୍ସଲ ଆତ୍ମସମର୍ପଣ କରିଛନ୍ତି। ଜିଲ୍ଲା ଏସପି କିରଣ ଚୌହାନଙ୍କ ସମ୍ମୁଖରେ ଏହି ନକ୍ସଲମାନେ ଆତ୍ମସମର୍ପଣ କରିଛନ୍ତି। ଏମାନଙ୍କ ମଧ୍ୟରେ ଏକ ମାଓ ଦମ୍ପତି ନାମରେ ୮ ଲକ୍ଷ ଲେଖାଏଁ ପୁରସ୍କାର ରିହିଥିଲା। ସେହିପରି ଅନ୍ୟ ଦୁଇ ଜଣ ଏସିଏମ ନାମରେ ୫ ଲକ୍ଷ ଲେଖାଏଁ ପୁରସ୍କାର ରହିଥିଲା। ଆତ୍ମସମର୍ପଣ କରିଥିବା ସମସ୍ତ ନକ୍ସଲଙ୍କୁ ୫୦ ହଜାର ଲେଖାଏଁ ଆର୍ଥିକ ସହଯୋଗ କରାଯାଇଛି। ଏଥିସହ ଆତ୍ମନିର୍ଭରଶୀଳ କରାଯିବ ବୋଲି ପୁଲିସ କହିଛି।
ଆତ୍ମସମର୍ପଣ କରିଥିବା ସମସ୍ତ ନକ୍ସଲଙ୍କୁ ୫୦ ହଜାର ଲେଖାଏଁ ଆର୍ଥିକ ସହଯୋଗ କରାଯାଇଛି। ଏଥିସହ ଆତ୍ମନିର୍ଭରଶୀଳ କରାଯିବ ବୋଲି ପୁଲିସ କହିଛି।
naxal
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2025/04/18/4fqj23iHFA2TCSMNDJWW.jpg)