ପୁଣି ଅଢେଇ ଟନ୍ ବିସ୍ଫୋରକ ଜବତ, ମାଟିତଳେ ଲୁଚାଇଥିଲେ ମାଓବାଦୀ

Advertisment

ବାଙ୍କୋ ପଥର ଖଣିରୁ ଲୁଟ୍ ହୋଇଥିବା ଅଢେଇ ଟନ୍ ବିସ୍ଫୋରକ ପୁଣି ଜବତ ହୋଇଛି। ମାଟିତଳେ ଲୁଚାଇଥିଲେ ମାଓବାଦୀ। ଝାରଖଣ୍ଡର ଜରେଇକେଲା ଥାନା ଅଞ୍ଚଳରୁ ଏହା ଜବତ ହୋଇଛି। କୋବ୍ରା ବାଟାଲିୟନ୍, ସିଆରପିଏଫ୍ ଯବାନମାନେ ଏବେ ବି ସରଣ୍ଡା ଜଙ୍ଗଲରେ ସର୍ଚ୍ଚଅପରେସନ୍ ଜାରି ରଖିଛନ୍ତି।

ବାଙ୍କୋ ପଥର ଖଣିରୁ ଲୁଟ୍ ହୋଇଥିବା ଅଢେଇ ଟନ୍ ବିସ୍ଫୋରକ ପୁଣି ଜବତ ହୋଇଛି। ମାଟିତଳେ ଲୁଚାଇଥିଲେ ମାଓବାଦୀ। ଝାରଖଣ୍ଡର ଜରେଇକେଲା ଥାନା ଅଞ୍ଚଳରୁ ଏହା ଜବତ ହୋଇଛି। କୋବ୍ରା ବାଟାଲିୟନ୍, ସିଆରପିଏଫ୍ ଯବାନମାନେ ଏବେ ବି ସରଣ୍ଡା ଜଙ୍ଗଲରେ ସର୍ଚ୍ଚଅପରେସନ୍ ଜାରି ରଖିଛନ୍ତି।

bh

କୋଇଡ଼ା: ସୁନ୍ଦରଗଡ଼ ଜିଲ୍ଲା କେ. ବଲାଙ୍ଗ ଥାନା ଅନ୍ତର୍ଗତ ବାଙ୍କୋ ପଥର ଖଣିରୁ ଲୁଟ୍ ହୋଇଥିବା ଅଢେଇ ଟନ୍ ବିସ୍ଫୋରକ ପୁଣି ଜବତ ହୋଇଛି। ମାଟିତଳେ ଲୁଚାଇଥିଲେ ମାଓବାଦୀ। ଝାରଖଣ୍ଡର ଜରେଇକେଲା ଥାନା ଅଞ୍ଚଳରୁ ଏହା ଜବତ ହୋଇଛି। କୋବ୍ରା ବାଟାଲିୟନ୍, ସିଆରପିଏଫ୍ ଯବାନମାନେ ଏବେ ବି ସରଣ୍ଡା ଜଙ୍ଗଲରେ ସର୍ଚ୍ଚଅପରେସନ୍ ଜାରି ରଖିଛନ୍ତି।

କେ. ବଲାଙ୍ଗ ଥାନା ଅନ୍ତର୍ଗତ ବାଙ୍କୋ ପଥର ଖଣିରୁ ଲୁଟ୍ ହୋଇଥିବା ଅଢେଇ ଟନ୍ ବିସ୍ଫୋରକ ପୁଣି ଜବତ ହୋଇଛି। ମାଟିତଳେ ଲୁଚାଇଥିଲେ ମାଓବାଦୀ। ଝାରଖଣ୍ଡର ଜରେଇକେଲା ଥାନା ଅଞ୍ଚଳରୁ ଏହା ଜବତ ହୋଇଛି। କୋବ୍ରା ବାଟାଲିୟନ୍, ସିଆରପିଏଫ୍ ଯବାନମାନେ ଏବେ ବି ସରଣ୍ଡା ଜଙ୍ଗଲରେ ସର୍ଚ୍ଚଅପରେସନ୍ ଜାରି ରଖିଛନ୍ତି।

ସୂଚନାଯୋଗ୍ୟ, ସୁନ୍ଦରଗଡ଼ ଜିଲ୍ଲା କେ. ବଲାଙ୍ଗ ଥାନା ଅନ୍ତର୍ଗତ ବାଙ୍କୋ ପଥର ଖଣିରୁ ବିପୁଳ ପରିମାଣର ବିସ୍ଫୋରକ ଲୁଟ୍ ଘଟଣା ସାରାରାଜ୍ୟରେ ଚାଞ୍ଚଲ୍ୟ ସୃଷ୍ଟି କରିଥିଲା। ଝାରଖଣ୍ଡ  ପୁଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆଜି ବରିଷ୍ଠ ଅଧିକାରୀଙ୍କ ସହ ଘଟଣାସ୍ଥଳ ପରିଦର୍ଶନ କରି ତନାଘନା କରିଥିଲେ। ଏହି ଲୁଟ୍‌ ଘଟଣା ୨୦୦୯ର ସମାନ ଘଟଣାକୁ ମନେପକାଇ ଦେଇଛି। ଗତ ବୁଧବାର ମଧ୍ୟାହ୍ନ ପ୍ରାୟ ଗୋଟାଏ ବେଳେ ଡିଜି ଶ୍ରୀ ଖୁରାନିଆ କେ. ବଲାଙ୍ଗ ଥାନାରେ ପହଞ୍ଚିଥିଲେ। ତାଙ୍କ ସହିତ ଆଇଜି (ଅପରେସନ୍‌) ଦୀପକ କୁମାର, ପଶ୍ଚିମାଞ୍ଚଳ ଡିଆଇଜି ବ୍ରିଜେଶ ରାୟ, ସୁନ୍ଦରଗଡ଼ ଏସ୍‌ପି ପ୍ରତ୍ୟୁଷ ଦିବାକର, ସ୍ପେସାଲ୍‌ ଇଣ୍ଟେଲିଜେନ୍ସ ଅଧିକାରୀ, ବଣାଇ ଏସ୍‌ଡିପିଓ ରାମଚନ୍ଦ୍ର ବିଶ୍ୱାଳ ପ୍ରମୁଖ ସାମିଲ ହୋଇଥିଲେ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe