ନାବାଳିକାଙ୍କ ସହିତ ଗଣଦୁଷ୍କର୍ମ ଅଭିଯୋଗ : ବନ୍ଧା ହେଲେ ୩ ଅଭିଯୁକ୍ତ
ଯୁଜୋମୁରା ବ୍ଲକରେ ଜଣେ ନାବାଳିକାଙ୍କ ସହିତ ଗଣଦୁଷ୍କର୍ମ ହୋଇଥିବାର ଅଭିଯୋଗ ହୋଇଛି। ଏହି ମାମଲାରେ ପୁଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଥିବା ଜଣାଯାଇଛି। ପୁଲିସ ଘଟଣାର ଅଧିକ ତଦନ୍ତ କରୁଛି।
/sambad/media/media_files/2025/04/25/pxazD5HtuXjZlHFAZBhR.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)