ନାବାଳିକାଙ୍କ ସହିତ ଗଣଦୁଷ୍କର୍ମ ଅଭିଯୋଗ : ବନ୍ଧା ହେଲେ ୩ ଅଭିଯୁକ୍ତ

Advertisment

ଯୁଜୋମୁରା ବ୍ଲକରେ ଜଣେ ନାବାଳିକାଙ୍କ ସହିତ ଗଣଦୁଷ୍କର୍ମ ହୋଇଥିବାର ଅଭିଯୋଗ ହୋଇଛି। ଏହି ମାମଲାରେ ପୁଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଥିବା ଜଣାଯାଇଛି। ପୁଲିସ ଘଟଣାର ଅଧିକ ତଦନ୍ତ କରୁଛି।

ଯୁଜୋମୁରା ବ୍ଲକରେ ଜଣେ ନାବାଳିକାଙ୍କ ସହିତ ଗଣଦୁଷ୍କର୍ମ ହୋଇଥିବାର ଅଭିଯୋଗ ହୋଇଛି। ଏହି ମାମଲାରେ ପୁଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଥିବା ଜଣାଯାଇଛି। ପୁଲିସ ଘଟଣାର ଅଧିକ ତଦନ୍ତ କରୁଛି।

scss

Photograph: ( The Hindu)

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ଯୁଜୋମୁରା ବ୍ଲକରେ ଜଣେ ନାବାଳିକାଙ୍କ ସହିତ ଗଣଦୁଷ୍କର୍ମ ହୋଇଥିବାର ଅଭିଯୋଗ ହୋଇଛି। ଏହି ମାମଲାରେ ପୁଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଥିବା ଜଣାଯାଇଛି। ପୁଲିସ ଘଟଣାର ଅଧିକ ତଦନ୍ତ କରୁଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe