ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରରୁ ମିଳିଲା ୩୦ କୋଟିର ମାରିଜୁଆନା। ବ୍ୟାଙ୍କକରୁ ଭୁବନେଶ୍ୱର ଆସୁଥିବା ବେଳେ, ମାଡ଼ି ବସିଲା କଷ୍ଟମ ବିଭାଗ Iଏହି ମାମଲାରେ ୩ ଜଣକୁ ଅଟକ ରଖି ପଚରାଉଚରା କରାଯାଉଛି। ତିନି ଅଟକ ଅଭିଯୁକ୍ତ ହେଲେ ମହମ୍ମଦ ଜାମ୍, ମୋହିତ ଓ ବାମତି। ଏମାନେ ସମସ୍ତେ ଉତ୍ତର ପ୍ରଦେଶ ଫତେପୁର ସିକ୍ରି ଅଞ୍ଚଳର ବୋଲି ଜଣାଯାଇଛି। ଇଣ୍ଡିଗୋ୬-ଇ-୧୦୬୬ ଫ୍ଲାଇଟରେ ଯାତ୍ରା କରୁଥିଲେ I
ଭୁବନେଶ୍ୱର ବିମାନବନ୍ଦରରୁ ମିଳିଲା ୩୦ କୋଟିର ମାରିଜୁଆନା। ବ୍ୟାଙ୍କକରୁ ଭୁବନେଶ୍ୱର ଆସୁଥିବା ବେଳେ, ମାଡ଼ି ବସିଲା କଷ୍ଟମ ବିଭାଗ Iଏହି ମାମଲାରେ ୩ ଜଣକୁ ଅଟକ ରଖି ପଚରାଉଚରା କରାଯାଉଛି। ତିନି ଅଟକ ଅଭିଯୁକ୍ତ ହେଲେ ମହମ୍ମଦ ଜାମ୍, ମୋହିତ ଓ ବାମତି। ଏମାନେ ସମସ୍ତେ ଉତ୍ତର ପ୍ରଦେଶ ଫତେପୁର ସିକ୍ରି ଅଞ୍ଚଳର ବୋଲି ଜଣାଯାଇଛି।
ମାରିଜୁଆନାର ବଜାର ମୂଲ୍ୟ କିଲୋପିଛା ୧ କୋଟି ହୋଇଥିବା ବେଳେ, ୩ଟି ବ୍ୟାଗ ଭର୍ତି ଥିବା ହାଇଡ୍ରୋଫୋନିକ ମିଳିଛିI ତେବେ ୩୦ କିଲୋ ମାରିଜୁଆନା ମିଳିଥିବାରୁ ଏହାର ଦାମ ୩୦ କୋଟିରୁ ଅଧିକ ହେବ ବୋଲି ଅନୁମାନ କରୁଛି କଷ୍ଟମ I
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2025/07/29/new-project-22-2025-07-29-16-57-49.jpg)