ଭୁବନେଶ୍ୱର ବିମାନବନ୍ଦରରୁ ମିଳିଲା ୩୦ କୋଟିର ମାରିଜୁଆନା, ୩ ଅଟକ

ଭୁବନେଶ୍ୱର ବିମାନବନ୍ଦରରୁ ମିଳିଲା ୩୦ କୋଟିର ମାରିଜୁଆନା। ବ୍ୟାଙ୍କକରୁ ଭୁବନେଶ୍ୱର ଆସୁଥିବା ବେଳେ, ମାଡ଼ି ବସିଲା କଷ୍ଟମ ବିଭାଗ Iଏହି ମାମଲାରେ ୩ ଜଣକୁ ଅଟକ ରଖି ପଚରାଉଚରା କରାଯାଉଛି।

New Project (22)

ଭୁବନେଶ୍ୱର: ଭୁବନେଶ୍ୱର ବିମାନବନ୍ଦରରୁ ମିଳିଲା ୩୦ କୋଟିର ମାରିଜୁଆନା। ବ୍ୟାଙ୍କକରୁ ଭୁବନେଶ୍ୱର ଆସୁଥିବା ବେଳେ, ମାଡ଼ି ବସିଲା କଷ୍ଟମ ବିଭାଗ Iଏହି ମାମଲାରେ ୩ ଜଣକୁ ଅଟକ ରଖି ପଚରାଉଚରା କରାଯାଉଛି। ତିନି ଅଟକ ଅଭିଯୁକ୍ତ ହେଲେ ମହମ୍ମଦ ଜାମ୍, ମୋହିତ ଓ ବାମତି। ଏମାନେ ସମସ୍ତେ ଉତ୍ତର ପ୍ରଦେଶ ଫତେପୁର ସିକ୍ରି ଅଞ୍ଚଳର ବୋଲି ଜଣାଯାଇଛି। ଇଣ୍ଡିଗୋ୬-ଇ-୧୦୬୬ ଫ୍ଲାଇଟରେ ଯାତ୍ରା କରୁଥିଲେ I

ଭୁବନେଶ୍ୱର ବିମାନବନ୍ଦରରୁ ମିଳିଲା ୩୦ କୋଟିର ମାରିଜୁଆନା। ବ୍ୟାଙ୍କକରୁ ଭୁବନେଶ୍ୱର ଆସୁଥିବା ବେଳେ, ମାଡ଼ି ବସିଲା କଷ୍ଟମ ବିଭାଗ Iଏହି ମାମଲାରେ ୩ ଜଣକୁ ଅଟକ ରଖି ପଚରାଉଚରା କରାଯାଉଛି। ତିନି ଅଟକ ଅଭିଯୁକ୍ତ ହେଲେ ମହମ୍ମଦ ଜାମ୍, ମୋହିତ ଓ ବାମତି। ଏମାନେ ସମସ୍ତେ ଉତ୍ତର ପ୍ରଦେଶ ଫତେପୁର ସିକ୍ରି ଅଞ୍ଚଳର ବୋଲି ଜଣାଯାଇଛି।

ମାରିଜୁଆନାର ବଜାର ମୂଲ୍ୟ କିଲୋପିଛା ୧ କୋଟି ହୋଇଥିବା ବେଳେ, ୩ଟି ବ୍ୟାଗ ଭର୍ତି ଥିବା ହାଇଡ୍ରୋଫୋନିକ ମିଳିଛିI ତେବେ ୩୦ କିଲୋ ମାରିଜୁଆନା ମିଳିଥିବାରୁ ଏହାର ଦାମ ୩୦ କୋଟିରୁ ଅଧିକ ହେବ ବୋଲି ଅନୁମାନ କରୁଛି କଷ୍ଟମ I 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe