ଖୋର୍ଦ୍ଧା: ଖୋର୍ଦ୍ଧା ୧୬ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବିଳମ୍ବିତ ରାତିରେ ପିଏନ କଲେଜ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏଠାରେ ଏକ ବାଇକ ଓ କଣ୍ଟେନର ମଧ୍ୟରେ ଧକ୍କା ହେବା ଫଳରେ ୩ ଜଣଙ୍କର ମୃତ୍ୟୁ ହୋଇଛି।
୧୬ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବିଳମ୍ବିତ ରାତିରେ ପିଏନ କଲେଜ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏଠାରେ ଏକ ବାଇକ ଓ କଣ୍ଟେନର ମଧ୍ୟରେ ଧକ୍କା ହେବା ଫଳରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଏକ ପଲସର ବାଇକରେ ୩ଜଣ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା। ବାଇକ୍ରେ ଥିବା ୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।
ଏକ ପଲସର ବାଇକରେ ୩ଜଣ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା। ବାଇକ୍ରେ ଥିବା ୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।