୧୬ ନମ୍ବର ଜାତୀୟ ରାଜପଥରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୩ ମୃତ

୧୬ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବିଳମ୍ବିତ ରାତିରେ ପିଏନ କଲେଜ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏଠାରେ ଏକ ବାଇକ ଓ କଣ୍ଟେନର ମଧ୍ୟରେ ଧକ୍କା ହେବା ଫଳରେ ୩ ଜଣଙ୍କର ମୃତ୍ୟୁ ହୋଇଛି।

accident

ଖୋର୍ଦ୍ଧା: ଖୋର୍ଦ୍ଧା ୧୬ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବିଳମ୍ବିତ ରାତିରେ ପିଏନ କଲେଜ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏଠାରେ ଏକ ବାଇକ ଓ କଣ୍ଟେନର ମଧ୍ୟରେ ଧକ୍କା ହେବା ଫଳରେ ୩ ଜଣଙ୍କର ମୃତ୍ୟୁ ହୋଇଛି।

୧୬ ନମ୍ବର ଜାତୀୟ ରାଜପଥରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବିଳମ୍ବିତ ରାତିରେ ପିଏନ କଲେଜ ଛକ ନିକଟରେ ଏହି ଦୁର୍ଘଟଣା ଘଟିଛି। ଏଠାରେ ଏକ ବାଇକ ଓ କଣ୍ଟେନର ମଧ୍ୟରେ ଧକ୍କା ହେବା ଫଳରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ଏକ ପଲସର ବାଇକରେ ୩ଜଣ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା। ବାଇକ୍‌ରେ ଥିବା ୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। 

ଏକ ପଲସର ବାଇକରେ ୩ଜଣ ଯାଉଥିବା ବେଳେ ଦୁର୍ଘଟଣା ଘଟିଥିଲା। ବାଇକ୍‌ରେ ଥିବା ୩ ଜଣଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe