ପୁଣି ବୁଡ଼ିଲା ତଳୁଆ ପୋଲ, ମାଲକାନଗିରିରୁ ମୋଟୁ ଯୋଗାଯୋଗ ବିଚ୍ଛିନ୍ନ

ମାଲକାନଗିରି ଜିଲ୍ଲାରେ ବିଳମ୍ବିତ ରାତି ବର୍ଷାରେ ୩୨୬ ନମ୍ବର ଜାତୀୟ ରାଜପଥ ଉପରେ ଥିବା କାଙ୍ଗୁରକୋଣ୍ଡା ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି। ବ୍ରିଜର ଉଭୟ ପାର୍ଶ୍ଵରେ ଯାତ୍ରୀ ସହ ଶହ ଶହ ଯାନବାହନ ଅଟକି ରହିଛି।

Untitled

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ବିଳମ୍ବିତ ରାତି ବର୍ଷାରେ ୩୨୬ ନମ୍ବର ଜାତୀୟ ରାଜପଥ ଉପରେ ଥିବା କାଙ୍ଗୁରକୋଣ୍ଡା ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି। ଯାହାଫଳରେ ମୋଟୁ ସହ ପଡ଼ୋଶୀ ରାଜ୍ୟ ଆନ୍ଧ୍ର ଓ ତେଲାଙ୍ଗାନାକୁ ମଧ୍ୟ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।

ମାଲକାନଗିରି ଜିଲ୍ଲାରେ ବିଳମ୍ବିତ ରାତି ବର୍ଷାରେ ୩୨୬ ନମ୍ବର ଜାତୀୟ ରାଜପଥ ଉପରେ ଥିବା କାଙ୍ଗୁରକୋଣ୍ଡା ପୋଲ ଉପରେ ୩ ଫୁଟର ବନ୍ୟାଜଳ ପ୍ରବାହିତ ହେଉଛି। ଯାହାଫଳରେ ମୋଟୁ ସହ ପଡ଼ୋଶୀ ରାଜ୍ୟ ଆନ୍ଧ୍ର ଓ ତେଲାଙ୍ଗାନାକୁ ମଧ୍ୟ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି। ବ୍ରିଜର ଉଭୟ ପାର୍ଶ୍ଵରେ ଯାତ୍ରୀ ସହ ଶହ ଶହ ଯାନବାହନ ଅଟକି ରହିଛି। ଯେଉଁଥିପାଇଁ ସାଧାରଣ ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି।

 ବ୍ରିଜର ଉଭୟ ପାର୍ଶ୍ଵରେ ଯାତ୍ରୀ ସହ ଶହ ଶହ ଯାନବାହନ ଅଟକି ରହିଛି। ଯେଉଁଥିପାଇଁ ସାଧାରଣ ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe