ଓଡ଼ିଶାରେ ଆଜି ପୁଣି ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ‌, ସଂଖ୍ୟା ୧୨କୁ ବୃଦ୍ଧି

ଓଡ଼ିଶାରେ ଆଜି ପୁଣି ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ‌ହୋଇଛନ୍ତି। ଏନେଇ ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି। ଏହାଫଳରେ ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ରେ ପହଞ୍ଚିଛି।

vh

ଭୁବନେଶ୍ବର: କୋଭିଡ୍‌-୧୯ ପୁଣି ଥରେ ସାରା ଭାରତରେ ମୁଣ୍ଡ ଟେକିବା ଆରମ୍ଭ କରିଛି। ଏଣେ ଓଡ଼ିଶାରେ ଆଜି ପୁଣି ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ‌ହୋଇଛନ୍ତି। ଏନେଇ ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି। ଏହାଫଳରେ ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ରେ ପହଞ୍ଚିଛି। ତେଣେ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ନେଇ ସ୍ବାସ୍ଥ୍ୟ ବିଭାଗ ପାଖରେ ଖବର ଅଛି ଓ ଏନେଇ ଯାଞ୍ଚ କରାଯାଉଛି। 

ଓଡ଼ିଶାରେ ଆଜି ପୁଣି ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ‌ହୋଇଛନ୍ତି। ଏନେଇ ରାଜ୍ୟ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି। ଏହାଫଳରେ ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨ରେ ପହଞ୍ଚିଛି। ତେଣେ ଜଣେ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଥିବା ନେଇ ସ୍ବାସ୍ଥ୍ୟ ବିଭାଗ ପାଖରେ ଖବର ଅଛି ଓ ଏନେଇ ଯାଞ୍ଚ କରାଯାଉଛି। 

ଭାରତରେ ପୁଣି ଥରେ କରୋନା ଭାଇରସ୍ ମାମଲା ବୃଦ୍ଧି ପାଉଛି। ଫଳରେ ରାଜ୍ୟଗୁଡ଼ିକ କୋଭିଡ୍ ପରୀକ୍ଷା ବୃଦ୍ଧି ଏବଂ ହସ୍ପିଟାଲ ବେଡ୍ ପ୍ରସ୍ତୁତି ଭଳି ପ୍ରତିରୋଧକ ପଦକ୍ଷେପ ନିଆଯାଉଛି। ଏବେ ଜାଣିବାକୁ ମିଳିଛି ଯେ ପ୍ରାଥମିକ ସ୍ତରରେ ଆକ୍ରାନ୍ତମାନେ ଜ୍ବର ଓ ଡାଇରିଆରେ ପଡୁଛନ୍ତି। ସେହିକାରଣରୁ ଏଭଳି ଲକ୍ଷଣ ଦିଶିଲେ ତୁରନ୍ତ କରୋନା ପରୀକ୍ଷା କରାଇବା ଉଚିତ। 

covid

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe