ଅନୁଗୁଳ: ଗ୍ୟାସ ସିଲିଣ୍ଡର ଫାଟି ଜଳିଗଲା ଘର। ଏଥିରେ ତିନିଜଣ ଗୁରୁତର ହୋଇଥିବା ଜଣାଯାଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଅନୁଗୁଳ ଜିଲ୍ଲା ନାଲକୋ ଥାନା ଅନ୍ତର୍ଗତ କୁଲାଡ଼ ବ୍ରାହ୍ମଣୀଦେବୀ ପୀଠ ଠାରେ।
ଗ୍ୟାସ ସିଲିଣ୍ଡର ଫାଟି ଜଳିଗଲା ଘର। ଏଥିରେ ତିନିଜଣ ଗୁରୁତର ହୋଇଥିବା ଜଣାଯାଇଛି। ଏଭଳି ଅଭାବନୀୟ ଘଟଣା ଘଟିଛି ଅନୁଗୁଳ ଜିଲ୍ଲା ନାଲକୋ ଥାନା ଅନ୍ତର୍ଗତ କୁଲାଡ଼ ବ୍ରାହ୍ମଣୀଦେବୀ ପୀଠଠାରେ। ତିନି ଗରୁତରଙ୍କୁ ଭୁବନେଶ୍ୱର ଏଏମ୍ସରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଅବସ୍ଥା ସଂକଟାପନ୍ନ ଥିବା କୁହାଯାଉଛି।
ତିନି ଗରୁତରଙ୍କୁ ଭୁବନେଶ୍ୱର ଏଏମ୍ସରେ ଭର୍ତ୍ତି କରାଯାଇଛି। ସେମାନଙ୍କ ଅବସ୍ଥା ସଂକଟାପନ୍ନ ଥିବା କୁହାଯାଉଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2025/08/10/untitled-2025-08-10-08-13-59.png)