ବାଲେଶ୍ବର: ସମୁଦ୍ରରେ ଭାସିଗଲେ ୩ ପର୍ଯ୍ୟଟକ। ଜଣେ ମୃତ, ଜଣେ ନିଖୋଜ। ଓଡ଼ିଶା -ପଶ୍ଚିମବଙ୍ଗ ସୀମାନ୍ତ ତାଜପୁର ବେଳାଭୂମିରେ ଗାଧୋଇବା ବେଳେ ଘଟିଛି ଏଭଳି ଅଘଟଣ। ୩ ପର୍ଯ୍ୟଟକ ଭାସିଯାଇଥିବା ପ୍ରଶାସନ ପକ୍ଷରୁ ସ୍ପିଡ୍ ବୋଟ ଜରିଆରେ ଦୁଇ ଜଣଙ୍କୁ ଉଦ୍ଧାର କରାଯାଇଛି। ଅନ୍ୟ ଜଣେ ଯୁବକ ନିଖୋଜ ଅଛନ୍ତି।
ସମୁଦ୍ରରେ ଭାସିଗଲେ ୩ ପର୍ଯ୍ୟଟକ। ଜଣେ ମୃତ, ଜଣେ ନିଖୋଜ। ଓଡ଼ିଶା -ପଶ୍ଚିମବଙ୍ଗ ସୀମାନ୍ତ ତାଜପୁର ବେଳାଭୂମିରେ ଗାଧୋଇବା ବେଳେ ଘଟିଛି ଏଭଳି ଅଘଟଣ। ୩ ପର୍ଯ୍ୟଟକ ଭାସିଯାଇଥିବା ପ୍ରଶାସନ ପକ୍ଷରୁ ସ୍ପିଡ୍ ବୋଟ ଜରିଆରେ ଦୁଇ ଜଣଙ୍କୁ ଉଦ୍ଧାର କରାଯାଇଛି। ଅନ୍ୟ ଜଣେ ଯୁବକ ନିଖୋଜ ଅଛନ୍ତି। ଉଦ୍ଧାରକାରୀ ଟିମ୍ ଯେଉଁ ଦୁଇ ଜଣଙ୍କୁ ଉଦ୍ଧାର କରିଥିଲା ସେଥିମଧ୍ୟରୁ ଜଣେ ପର୍ଯ୍ୟଟକ ଜୀବିତ ଥିଲାବେଳେ ଅନ୍ୟ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି। ଉକ୍ତ ଯୁବକମାନେ ପଶ୍ଚିମବଙ୍ଗ ବାରସାତ ଅଞ୍ଚଳର ବୋଲି ଜଣାପଡ଼ିଛି।
ଉଦ୍ଧାରକାରୀ ଟିମ୍ ଯେଉଁ ଦୁଇ ଜଣଙ୍କୁ ଉଦ୍ଧାର କରିଥିଲା ସେଥିମଧ୍ୟରୁ ଜଣେ ପର୍ଯ୍ୟଟକ ଜୀବିତ ଥିଲାବେଳେ ଅନ୍ୟ ଜଣଙ୍କୁ ଡାକ୍ତର ମୃତ ଘୋଷଣା କରିଛନ୍ତି। ଉକ୍ତ ଯୁବକମାନେ ପଶ୍ଚିମବଙ୍ଗ ବାରସାତ ଅଞ୍ଚଳର ବୋଲି ଜଣାପଡ଼ିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/member_avatars/2025/12/17/2025-12-17t074607923z-siba-sankar-ojha-2025-12-17-13-16-09.png)
/sambad/media/media_files/2025/04/13/7qdiPi5YmfxtjUAemp6n.jpg)