କୁଚିଣ୍ଡା:ଫାସିମାଲ ପୁକୁଡା ଠାରେ ଏକ ଫାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲୁଥିବା ସମୟରେ ୩ ଶ୍ରମିକଙ୍କ ମୃତ୍ୟୁ ହୋଇଥିବାର ଖବର ମିଳିଛି। ଏହି ଘଟଣାରେ ଜଣେ ଶ୍ରମିକଙ୍କୁ ଗୁରୁତର ଅବସ୍ଥାରେ କୁଚିଣ୍ଡା ଉପଖଣ୍ଡ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଆହତଙ୍କୁ ପ୍ରଥମେ ଫାସିମାଲ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା। ପରେ ଅବସ୍ଥା ସଂକଟାପନ୍ନ ହେବାରୁ କୁଚିଣ୍ଡା ଉପଖଣ୍ଡ ଡାକ୍ତରଖାନାକୁ ନିଆଯାଇଥିଲା।
ଫାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲୁଥିବା ସମୟରେ ଚାଲିଗଲା ୩ ଶ୍ରମିକଙ୍କ ଜୀବନ
କୁଚିଣ୍ଡା ବ୍ଲକ୍ ଅନ୍ତର୍ଗତ ଫାସିମାଲ ପୁକୁଡା ଠାରେ ଏକ ଫାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲୁଥିବା ସମୟରେ ୩ ଶ୍ରମିକଙ୍କ ମୃତ୍ୟୁ ଓ ଜଣେ ଗୁରୁତର। ଗୁରୁତର ଶ୍ରମିକଙ୍କୁ
/sambad/media/media_files/wPJ0CuLWJum7xiQWrafi.jpg)
Advertisment
Sambad is now on WhatsApp
Join and get latest news updates delivered to you via WhatsApp
/sambad/media/agency_attachments/2024-07-24t043029592z-sambad-original.webp)