ରାୟଗଡା/ଗୁଣୁପୁର: ରାୟଗଡ଼ା ଜିଲ୍ଲା ଗୁଣୁପୁର ଥାନା ଅନ୍ତର୍ଗତ ଗୁଲୁମୁଣ୍ଡା ପାକା ନିକଟ ମୁଖ୍ୟ ରାସ୍ତା ଉପରେ ଫ୍ଲାଇଆସ ଇଟା ବୋଝେଇ ଟ୍ରାକ୍ଟର ଓଲଟି ତିନି ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ଦ୍ରୁତ ଗତିରେ ଯାଉଥିବା ଟ୍ରାକ୍ଟର ରାସ୍ତାକଡ଼ରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଇଟା ଧରି ଗୁଲୁମୁଣ୍ଡା ପାକା ନିକଟ ଇଟା ଫ୍ୟାକ୍ଟ୍ରିରୁ ଇଟା ବୋଝେଇ କରି ଗୁଣୁପୁର ଅଭିମୁଖ ଯାଉଥିଲା।
ଦ୍ରୁତ ଗତିରେ ଯାଉଥିବା ଟ୍ରାକ୍ଟର ରାସ୍ତାକଡ଼ରେ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଇଟା ଧରି ଗୁଲୁମୁଣ୍ଡା ପାକା ନିକଟ ଇଟା ଫ୍ୟାକ୍ଟ୍ରିରୁ ଇଟା ବୋଝେଇ କରି ଗୁଣୁପୁର ଅଭିମୁଖ ଯାଉଥିଲା।ଘଟଣାସ୍ଥଳରେ ୩ ଜଣ ମୃତ୍ୟୁବରଣ କରିଥିବା ବେଳେ ଚାଳକଙ୍କ ସମେତ ୪ ଗୁରୁତର ରହିଥିବା ସୁଚନା ମିଳିଛି। ମୃତ ଶ୍ରମିକମାନେ ଟ୍ରାକ୍ଟର ଡାଲା ତଳେ ଚାପି ହୋଇ ରହିଥିଲେ। ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ଶବକୁ ଉଦ୍ଧାର କରିବା ସହ ତଦନ୍ତ ଚଳାଇଛି। ସମସ୍ତ ଶ୍ରମିକ ଗୁଣୁପୁର ବ୍ଲକ୍ ଅମ୍ପରା ଗ୍ରାମର ବୋଲି ସୂଚନା ମିଳିଛି।
ଘଟଣାସ୍ଥଳରେ ୩ ଜଣ ମୃତ୍ୟୁବରଣ କରିଥିବା ବେଳେ ଚାଳକଙ୍କ ସମେତ ୪ ଗୁରୁତର ରହିଥିବା ସୁଚନା ମିଳିଛି। ମୃତ ଶ୍ରମିକମାନେ ଟ୍ରାକ୍ଟର ଡାଲା ତଳେ ଚାପି ହୋଇ ରହିଥିଲେ। ଘଟଣାସ୍ଥଳରେ ପୁଲିସ୍ ପହଞ୍ଚି ଶବକୁ ଉଦ୍ଧାର କରିବା ସହ ତଦନ୍ତ ଚଳାଇଛି। ସମସ୍ତ ଶ୍ରମିକ ଗୁଣୁପୁର ବ୍ଲକ୍ ଅମ୍ପରା ଗ୍ରାମର ବୋଲି ସୂଚନା ମିଳିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2025/02/07/LJxjEyjmNdex2ykwb83y.jpg)