ପିପିଲି ବାଇପାସ୍ ନିକଟରୁ ୩୭୮ ଗ୍ରାମ ବ୍ରାଉନ ସୁଗାର ଜବତ, ୨ ଅଭିଯୁକ୍ତ ଗିରଫ

ପୁରୀ ଅବକାରୀ ବିଭାଗ ପିପିଲି ବାଇପାସ୍ ନିକଟରେ ବିଳମ୍ବିତ ରାତିରେ ଏକ କାରକୁ ଅଟକାଇ  ଚଢ଼ାଉ କରିଥିଲା। ଚଢ଼ାଉ ବେଳେ କାର୍ ଭିତରୁ ୩୭୮ ଗ୍ରାମ ବ୍ରାଉନ ସୁଗାର ଜବତ କରିଥିଲା। ଅଭିଯୁକ୍ତ ଇମାମ୍ ଅହମ୍ମଦ ରାଜା ଏବଂ ମହମ୍ମଦ ଆବୁ ତଲହାଙ୍କୁ ପୁରୀ ଅବକାରୀ ଟିମ୍ ଧରିଥିଲା। 

ଶିଶୁଙ୍କ ଶବରେ ବ୍ରାଉନ୍‌ସୁଗାର ଚାଲାଣ, ଅବକାରୀ ଗୁଇନ୍ଦା ବିଭାଗର ବାର୍ଷିକ ରିପୋର୍ଟ

ପିପିଲି: ରାଉରକେଲାରୁ ପୁରୀକୁ ବ୍ରାଉନ ସୁଗାର ନେଇ ଆସୁଥିବା ବେଳେ ପୁରୀ ଅବକାରୀ ବିଭାଗ ଏକ କାର୍ ସହିତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଥିବାର ସୂଚନା ମିଳିଛି। ଉଭୟଙ୍କ ଜାମିନ ନାମଞ୍ଜୁର ହେବା ପରେ ପୁରୀ କାରାଗାରକୁ ପଠାଇ ଦିଆଯାଇଛି। ଦୁଇ ଅଭିଯୁକ୍ତ ହେଲେ ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ମୁସଲିମପଡ଼ାର ଇମାମ୍ ଅହମ୍ମଦ ରାଜା(୨୭) ଏବଂ ରାଉଲକେଲା ପ୍ଲାଣ୍ଟସାଇଟ ଅଞ୍ଚଳର ମହମ୍ମଦ ଆବୁ ତଲହା(୨୯)। ଉଭୟଙ୍କଠାରୁ ୩୭୮ ଗ୍ରାମ ବ୍ରାଉନ ସୁଗାର ଜବତ ହୋଇଛି। ଜବତ ବ୍ରାଉନ ସୁଗାରର ମୂଲ୍ୟ ୪୦ ଲକ୍ଷ ଟଙ୍କା ହେବ ବୋଲି ଆକଳନ କରାଯାଉଛି।

ରାଉରକେଲାରୁ ପୁରୀକୁ ବ୍ରାଉନ ସୁଗାର ନେଇ ଆସୁଥିବା ବେଳେ ପୁରୀ ଅବକାରୀ ବିଭାଗ ଏକ କାର୍ ସହିତ ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଥିବାର ସୂଚନା ମିଳିଛି। ଉଭୟଙ୍କ ଜାମିନ ନାମଞ୍ଜୁର ହେବା ପରେ ପୁରୀ କାରାଗାରକୁ ପଠାଇ ଦିଆଯାଇଛି। ଦୁଇ ଅଭିଯୁକ୍ତ ହେଲେ ସୁନ୍ଦରଗଡ଼ ଜିଲ୍ଲା ରାଜଗାଙ୍ଗପୁର ମୁସଲିମପଡ଼ାର ଇମାମ୍ ଅହମ୍ମଦ ରାଜା(୨୭) ଏବଂ ରାଉଲକେଲା ପ୍ଲାଣ୍ଟସାଇଟ ଅଞ୍ଚଳର ମହମ୍ମଦ ଆବୁ ତଲହା(୨୯)। ଉଭୟଙ୍କଠାରୁ ୩୭୮ ଗ୍ରାମ ବ୍ରାଉନ ସୁଗାର ଜବତ ହୋଇଛି।

ଗୁଇନ୍ଦା ସୂତ୍ରରୁ ଖବରପାଇ ପୁରୀ ଅବକାରୀ ବିଭାଗ ପିପିଲି ବାଇପାସ୍ ନିକଟରେ ବିଳମ୍ବିତ ରାତିରେ ଏକ କାରକୁ ଅଟକାଇ  ଚଢ଼ାଉ କରିଥିଲା। ଚଢ଼ାଉ ବେଳେ କାର୍ ଭିତରୁ ୩୭୮ ଗ୍ରାମ ବ୍ରାଉନ ସୁଗାର ଜବତ କରିଥିଲା। ଅଭିଯୁକ୍ତ ଇମାମ୍ ଅହମ୍ମଦ ରାଜା ଏବଂ ମହମ୍ମଦ ଆବୁ ତଲହାଙ୍କୁ ପୁରୀ ଅବକାରୀ ଟିମ୍ ଧରିଥିଲା। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe