ସମ୍ବଲପୁର: ହୀରାକୁଦ ଡ୍ୟାମର ୪ଟି ଗେଟ୍ ଖୋଲିଛି। ଏବେ ବାମ ପାର୍ଶ୍ବର ୩ଟି ଓ ଡାହାଣ ପାର୍ଶ୍ବର ଗୋଟିଏ ଗେଟ୍ ଖୋଲାଯାଇଛି। ହୀରାକୁଦରୁ ଏହିସବୁ ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିବା ଜଣାଯାଇଛି। ଲଗାଣ ବର୍ଷା ହେତୁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବୃଦ୍ଧି ପାଉଥିବା ହେତୁ ଏଭଳି ପଦକ୍ଷେପ ନିଆଯାଇଛି।
ହୀରାକୁଦର ଜଳସ୍ତର ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜଳସ୍ତର ୩ ଫୁଟ୍ ବଢ଼ିଛି| ବର୍ତ୍ତମାନ ହୀରାକୁଦର ଜଳସ୍ତର ୬୨୦.୧୦ ଫୁଟ୍ ରହିଛି| ଡ୍ୟାମକୁ ୨,୪୩,୮୩୧ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୩୬,୦୫୪ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି | କ୍ୟାଚମେଣ୍ଟ ଅଞ୍ଚଳରେ ପ୍ରବଳ ବର୍ଷା ପାଇଁ ଆଜି ହୀରାକୁଦ ଗେଟ ଖୋଲିଛି।
ସୂଚନାଯୋଗ୍ୟ, ହୀରାକୁଦର ଜଳସ୍ତର ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଜଳସ୍ତର ୩ ଫୁଟ୍ ବଢ଼ିଛି| ବର୍ତ୍ତମାନ ହୀରାକୁଦର ଜଳସ୍ତର ୬୨୦.୧୦ ଫୁଟ୍ ରହିଛି| ଡ୍ୟାମକୁ ୨,୪୩,୮୩୧ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୩୬,୦୫୪ କ୍ୟୁସେକ୍ ଜଳ ନିଷ୍କାସିତ ହେଉଛି | କ୍ୟାଚମେଣ୍ଟ ଅଞ୍ଚଳରେ ପ୍ରବଳ ବର୍ଷା ପାଇଁ ଆଜି ହୀରାକୁଦ ଗେଟ ଖୋଲିଛି।
/sambad/media/agency_attachments/2024-07-24t043029592z-sambad-original.webp)
/sambad/media/media_files/2025/08/23/untitled-2025-08-23-11-17-03.png)