ରାସନ କାର୍ଡ ନେଇଥିବା ଆୟକରଦାତାଙ୍କୁ ବାଦ୍ ଦିଆଯିବ: ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର

ଓଡ଼ିଶାରେ ୪ ଲକ୍ଷ ଆୟକରଦାତା ରାସନ କାର୍ଡ ପାଇଥିଲେ ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଚାଞ୍ଚଲ୍ୟକର ତଥ୍ୟ ଦେଇଛନ୍ତି । ରାସନ କାର୍ଡ ନେଇଥିବା ଆୟକରଦାତାଙ୍କୁ ବାଦ୍ ଦିଆଯିବ ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କହିଛନ୍ତି।

ଗଜ

ଭୁବନେଶ୍ବର: ଓଡ଼ିଶାରେ ୪ ଲକ୍ଷ ଆୟକରଦାତା ରାସନ କାର୍ଡ ପାଇଥିଲେ ବୋଲି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଚାଞ୍ଚଲ୍ୟକର ତଥ୍ୟ ଦେଇଛନ୍ତି । 

ରାଜ୍ୟରେ ଆୟକର ଦେଉଥିବା ବ୍ୟକ୍ତି ନେଉଥିଲେ ରାସନକାର୍ଡ । ଏନେଇ ବିଭାଗ ପାଖରେ ତଥ୍ୟ ପହଞ୍ଚିବା ପରେ ଚାଲିଛି ତନାଘନା । ଖାଉଟି ଓ ଖାଦ୍ୟ ଯୋଗାଣ ମନ୍ତ୍ରୀ ଏନେଇ ପ୍ରତିକ୍ରିୟା ରଖି କହିଛନ୍ତି, ଆୟକରଦାତାଙ୍କୁ ରାସନ କାର୍ଡରୁ ବାଦ ଦେବା ପାଇଁ ପ୍ରକିୟା ଆରମ୍ଭ ହୋଇଛି । ପୂର୍ବ ସରକାର ସମୟରେ ଆୟକରଦାତା ପାଇଥିଲେ ରାସନ କାର୍ଡ । ତେବେ କେତେଜଣ ଏଭଳି ହିତାଧିକାରୀ ରହିଛନ୍ତି ସେନେଇ ଚାଲିଛି ଅନୁଧ୍ୟାନ । ସଂପୂର୍ଣ୍ଣ ତଥ୍ୟ ଆସିବା ପରେ ସେମାନଙ୍କୁ ରାସନ କାର୍ଡ ବାଦ୍ ଦିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। 


ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଆହୁରି କହିଛନ୍ତି, ରାଜ୍ୟରେ ଆୟକର ଦେଉଥିବା ବ୍ୟକ୍ତି ନେଉଥିଲେ ରାସନକାର୍ଡ । ଏନେଇ ବିଭାଗ ପାଖରେ ତଥ୍ୟ ପହଞ୍ଚିବା ପରେ ଚାଲିଛି ତନାଘନା । ଖାଉଟି ଓ ଖାଦ୍ୟ ଯୋଗାଣ ମନ୍ତ୍ରୀ ଏନେଇ ପ୍ରତିକ୍ରିୟା ରଖି କହିଛନ୍ତି, ଆୟକରଦାତାଙ୍କୁ ରାସନ କାର୍ଡରୁ ବାଦ ଦେବା ପାଇଁ ପ୍ରକିୟା ଆରମ୍ଭ ହୋଇଛି । ପୂର୍ବ ସରକାର ସମୟରେ ଆୟକରଦାତା ପାଇଥିଲେ ରାସନ କାର୍ଡ । ତେବେ କେତେଜଣ ଏଭଳି ହିତାଧିକାରୀ ରହିଛନ୍ତି ସେନେଇ ଚାଲିଛି ଅନୁଧ୍ୟାନ । ସଂପୂର୍ଣ୍ଣ ତଥ୍ୟ ଆସିବା ପରେ ସେମାନଙ୍କୁ ରାସନ କାର୍ଡ ବାଦ୍ ଦିଆଯିବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe